ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂହ
ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ୍ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୧୯୯୮ ବ୍ୟାଚ୍ ବରିଷ୍ଠ ଆଇପିଏସ୍ … Read More