ହରିୟାଣାରେ ମେଣ୍ଟ ଚାହୁଁଛି କଂଗ୍ରେସ, ଆପ୍ ରଖିଲା ସର୍ତ୍ତ
ପାଖେଇ ଆସୁଛି ହରିୟାଣା ନିର୍ବାଚନ। ଆସନ୍ତା ଅକ୍ଟୋବର 5ରେ ଏଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଆରମ୍ଭ ହୋଇଗଲାଣି ରଣନୀତି। ଲୋକସଭା ନିର୍ବାଚନରେ ଆପ୍-କଂଗ୍ରେସ ମେଣ୍ଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ସତ୍ତ୍ୱେ ବିଧାନସଭାରେ ଉଭୟ ଏକାଠି ଲଢିବା ନେଇ ସୂଚନା … Read More