ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ, ଏହି ମାମଲା ବିଚାରାଧୀନ ଅଛି
ଭୁବନେଶ୍ୱର : ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଧାନସଭାରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଆମ ସରକାରଙ୍କ ବିଚାରଧୀନ ଅଛି । ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଗୃହରେ ଯେଉଁ … Read More