ସିଙ୍ଗାପୁରରେ ଓଡ଼ିଶାର ପ୍ରଶିକ୍ଷାର୍ଥୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍‌ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ ସହିତ ମୋଦୀ … Read More

ପୁରୀରେ ବାର୍ଡ ଫ୍ଲୁ ସ୍ଥିତି ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌, ଚିକେନ ନ ଖାଇବାକୁ ପରାମର୍ଶ

ଭୁବନେଶ୍ବର : ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ ରହିଛି। ଏହା ମଧ୍ୟରେ ଗତକାଲି ଜିଲ୍ଲାରେ ସ୍ଥିତି ସମୀକ୍ଷା କରିଛି କେନ୍ଦ୍ରୀୟ ଟିମ୍। ଆଜି ଏହି ଟିମ୍ ମୁଖ୍ୟ ଶାସନ ସଚିବଙ୍କୁ ସ୍ଥିତି ସଂପର୍କରେ ରିପୋର୍ଟ ପ୍ରଦାନ କରିବ। … Read More

ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ଏବଂ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ ହୋଇଯାଇଛି। ମିଶନ ଶକ୍ତି ଭବନଠାରେ ମିଶନ ଶକ୍ତି ବିଭାଗର … Read More

ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର; ନାଳରୁ ମିଳିଲା ମୃତଦେହ

ଯାଜପୁର : ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରଙ୍କୁ ହତ୍ୟା … Read More

ଗଣେଶ ପୂଜା ଚାନ୍ଦା ନ ଦେବାରୁ ଗାଡ଼ି ଜାଳିଦେଲେ

ସମ୍ବଲପୁର : ଗଣେଶ ପୂଜା ଚାନ୍ଦା ନ ଦେବାରୁ ୨ଟି ବାଇକ ଜାଳିଦେଲେ ଦୁର୍ବୃତ୍ତ। ସମ୍ବଲପୁର ଜିଲ୍ଲା କ୍ଷେତରାଜପୁର ଥାନା ଅନ୍ତର୍ଗତ ଦୁର୍ଗାପାଲି ଅଞ୍ଚଳରେ ଏହି ଅଘଟଣ ଘଟିଛି। ଏନେଇ ଥାନାରେ ଅଭିଯୋଗ କରିଛନ୍ତି କ୍ଷେତରାଜପୁର ଥାନା ଅର୍ନ୍ତଗତ ଦୁର୍ଗାପାଲିରେ ରହୁଥିବା … Read More

ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ: ମୁଖ୍ୟମନ୍ତ୍ରୀ

ଭୁବେନଶ୍ବର : ରାଜ୍ୟର ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ। ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଜି ଗୁରୁଦିବସ ଅବସରରେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ … Read More

୨୦୨୩ରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଜୀବନ ହରାଇଛନ୍ତି ୫ ହଜାରରୁ ଅଧିକ ଲୋକ

ଭୁବନେଶ୍ବର : ରାଜ୍ୟରେ ବଢୁଛି ସଡ଼କ ଦୁର୍ଘଟଣା ସଂଖ୍ୟା। ୨୦୨୩ରେ ୧୨,୦୫୨ଟି ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ୫,୬୯୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୧୦ ହଜାର ୪୧୯ ଜଣ ଆହତ ହୋଇଛନ୍ତି। ବିଧାୟକ ସନାତନ ମହାକୁଡ଼ଙ୍କ ଏକ ପ୍ରଶ୍ନର ଉତ୍ତରରେ … Read More

କୂଅରେ ପଡ଼ିଗଲେ ୨ ନାବାଳିକା

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଛେଳିପଦର ଗାଁରେ କୂଅରେ ବୁଡ଼ି ଦୁଇ ନାବାଳିକା ପ୍ରାଣ ହରାଇଛନ୍ତି। ମୃତ ଦୁଇ ନାବାଳିକା ହେଉଛନ୍ତି ଚନ୍ଦ୍ର ଭତ୍ରାଙ୍କ ଝିଅ ତନୁ ଭତ୍ରା (୧୨) ଓ ନନ୍ଦ ଭତ୍ରାଙ୍କ … Read More

କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା କହି ଠକୁଥିଲା; ପୁଲିସ ଜିମା ଦେଲେ ଲୋକ

ଭୁବନେଶ୍ବର : ‘ମୁଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା। ମୋର ବହୁତ ନେତାମନ୍ତ୍ରୀ ଚିହ୍ନା ଅଛନ୍ତି। ତୁମର ଚାକିରି କରାଇଦେବି ,ଟ୍ରାନ୍ସଫର କରିଦେବି, ପେଟ୍ରୋଲ ପମ୍ପ ବି ଖୋଲିଦେବି ।’ ଏପରି କହି ବହୁ ଲୋକଙ୍କୁ ଲକ୍ଷାଧୀକ ଟଙ୍କାର ଚୁନ … Read More

ତ୍ରିଶୁଳିଆ ପୋଲ ଉପରେ ମର୍ମନ୍ତୁଦ ଦୁର୍ଘଟଣା, ୨ଜଣଙ୍କ ଜୀବନ ଗଲା

କଟକ: ତ୍ରିଶୁଳିଆ ସୁବାଶଚନ୍ଦ୍ର ବୋଷ ସେତୁ ଉପରେ ମର୍ମନ୍ତୁଦ ଦୁର୍ଘଟଣା। ଚାଲିଗଲା ୨ଜଣଙ୍କ ଜୀବନ। ଗୋଟିଏ ସ୍କୁଟିକୁ ଏକ ଟାଟା ମ୍ୟାଜିକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ … Read More