ବଜ୍ରପାତରେ ୫ ବର୍ଷରେ ଗଲାଣି ୧୬୨୫ ଜୀବନ, ସହାୟତା ରାଶି ବୃଦ୍ଧି ଦାବି

ଭୁବନେଶ୍ବର : ଗତ ୫ବର୍ଷରେ ରାଜ୍ୟରେ ବଜ୍ରପାତରେ ୧ ହଜାର ୬୨୫ ଜଣ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ବିଧାନସଭାରେ ପ୍ରଶ୍ନକାଳରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ୨୦୧୯-୨୦ରୁ ୨୦୨୩-୨୪ ମଧ୍ୟରେ ରାଜ୍ୟରେ ବଜ୍ରପାତରେ ୧ ହଜାର … Read More

ଗୁରୁଙ୍କ ହାତରେ ହିଁ ଭବିଷ୍ୟତର ସୁରକ୍ଷା ଦାୟିତ୍ଵ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନ ସଭାଗୃହରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି … Read More

ରାଜ୍ୟରେ ୯ ତାରିଖ ଯାଏଁ ବର୍ଷା ସହିତ ବଜ୍ରପାତ ନେଇ ସତର୍କ ସୂଚନା ଜାରି

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ଗଣେଶ ପୂଜାରେ ଉପକୂଳ ଓଡ଼ିଶା ଭିଜାଇବ। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବୁଧବାର ସୃଷ୍ଟି ହେଇଥିଲା ଘୂର୍ଣ୍ଣିବଳୟ ଯୋଗୁଁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି। … Read More

ଓଡ଼ିଶାର ୨ ଜଣଙ୍କ ସମେତ ମୋଟ ୫୦ ଜଣଙ୍କୁ ମିଳିଲା ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଶିକ୍ଷକ ଦିବସ ସମାରୋହରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଥିଲେ। ନିଜର ଅଭିଭାଷଣରେ ରାଷ୍ଟ୍ରପତି କହିଛନ୍ତି ଯେ ଶିକ୍ଷକମାନେ ଛାତ୍ରଛାତ୍ରୀମାନଙ୍କୁ ଏପରି … Read More

ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ : ଏକ ନିଶ୍ଚିତ ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ। ବନ୍ୟାଞ୍ଚଳ ପରିଦର୍ଶନ ବେଳେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଘଟଣା ଘଟିଛି ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ। ରେଳ ବ୍ରିଜ୍‌ର … Read More

ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ମୋଦୀ: ଦ୍ଵିପାକ୍ଷିକ ସମ୍ପର୍କ ମଜବୁତ୍ କରିବା ଉପରେ ଗୁରୁତ୍ଵ

ନୂଆଦିଲ୍ଲୀ: ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ଏହି ଦକ୍ଷିଣ ଏସୀୟ ରାଷ୍ଟ୍ର ଗସ୍ତ କରିଥିବା ଜଣାପଡିଛି। ଆଜି ( ଗୁରୁବାର) ସିଙ୍ଗାପୁର ପାର୍ଲାମେଣ୍ଟରେ ମୋଦୀଙ୍କ ସରକାରୀ ଭାବେ ସ୍ଵାଗି ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। … Read More

ୟୁନୁସଙ୍କ ଚେତାବନୀ: ‘ମୁହଁରେ ତାଲା ଲଗାଇ ବସନ୍ତୁ ଶେଖ ହସିନା’

ନୂଆଦିଲ୍ଲୀ : ଗତ ଅଗଷ୍ଟ ୫ ତାରିଖରେ ବାଂଲାଦେଶରେ ସରକାର ବଦଳିବା ପରଠାରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଅଛନ୍ତି। ବାଂଲାଦେଶରେ ସରକାର ବିରୋଧୀ ହିଂସା ଉଗ୍ରରୂପ ନେବା ପରେ ହସିନାଙ୍କୁ ବାଧ୍ୟବଶତଃ ଇସ୍ତଫା ଦେବାକୁ ପଡ଼ିଥିଲା। ଏହା ପରେ … Read More

ଦୁଇଟି ଆସନରୁ ନିର୍ବାଚନ ଲଢିବେ ଓମାର ଅବଦୁଲ୍ଲା

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସର ମୁଖ୍ୟ ଓମାର ଅବଦୁଲ୍ଲା ଦୁଇଟି ଆସନରୁ ବିଧାନସଭା ନିର୍ବାଚନ ଲଢ଼ିବେ। ପ୍ରଥମେ ସେ ଗାନ୍ଦେରବାଲରୁ ନାମାଙ୍କନ ଦଖଲ କରିଥିବା ବେଳେ ଆଜି ବଦଗାମ ପାଇଁ ମଧ୍ୟ ନୋମିନେସନ ଫାଇଲ କରିଛନ୍ତି। … Read More

ବିଜେପିରେ ମିଶିଲେ ରବିନ୍ଦ୍ର ଜାଡେଜା

ନୂଆଦିଲ୍ଲୀ : ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଜାଡେଜା କେନ୍ଦ୍ରରେ କ୍ଷମତାସୀନ ବିଜେପିରେ ମିଶିଛନ୍ତି। ଜାଡେଜା ବିଜେପିର … Read More

କୋଲକାତା ହରର ପୀଡ଼ିତାଙ୍କ ପରିବାରକୁ ଟଙ୍କା ଅଫର ଘଟଣା: ମୁହଁ ଖୋଲିଲା ଟିଏମସି, ଦେଖାଇଲା ଭିଡିଓ

କୋଲକାତା : କୋଲକାତା ହସ୍ପିଟାଲରେ ଦୁଷ୍କର୍ମ ପରେ ହତ୍ୟାର ଶିକାର ହୋଇଥିବା ମହିଳା ଡାକ୍ତରଙ୍କ ବାପା ମା’ ଟଙ୍କା ଅଫରର ଅଭିଯୋଗ ଆଣିବା ପରେ ହଇଚଇ ସୃଷ୍ଟି ହୋଇଛି। ଏସବୁ ଭିତରେ ବିରୋଧୀ ଘୃଣ୍ୟ ରାଜନୀତି କରୁଥିବା କ୍ଷମତାସୀନ ଅଭିଯୋଗ କରିଛନ୍ତି … Read More