କେଜ୍ରିୱାଲଙ୍କ ଜାମିନ ଆବେଦନ; ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ। ଆଜି ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ସିବିଆଇ ଗିରଫଦାରୀ ବିରୋଧରେ ଆବେଦନ ହୋଇଥିବା ମାମଲାର ଶୁଣାଣି କରି ରାୟ ସଂରକ୍ଷିତ … Read More