ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ l ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ ରହିଛି, ସବୁ ପ୍ରବେଶ ପଥକୁ ଆଲର୍ଟ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର l ମଙ୍କିପକ୍ସ ପ୍ରଭାବିତ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିଙ୍କୁ … Read More