୧୭ରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଟ୍ରେନ୍; ମୋଦି କରିବେ ଶୁଭାରମ୍ଭ
ବଲାଙ୍ଗୀର : ଆସନ୍ତା ୧୭ ତାରିଖରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଟ୍ରେନର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହି କରି … Read More