ଇନ୍ଧନ ଟ୍ୟାଙ୍କର ବିସ୍ଫୋରଣ; ୨୪ ଜୀବନ୍ତ ଦଗ୍ଧ
ହାଇତିର ଦକ୍ଷିଣ ଉପଦ୍ୱୀପରେ ଏକ ଇନ୍ଧନ ଟ୍ୟାଙ୍କର ବିସ୍ଫୋରଣ ଘଟି ୨୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୪୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ଶରୀରର ଏକ ତୃତୀୟାଂଶ ପୋଡ଼ି ଯାଇଥିବା ସୂଚନା ମିଳିଛି। ସୂଚନା … Read More