ଏସିଆନ ଚାମ୍ପିଅନ୍ସ ଟ୍ରଫି ହାତେଇଲା ଭାରତ
ବେଜିଂ: ଏସିଆନ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଭାରତ ଚୀନ୍କୁ ୧-୦ ଗୋଲରେ ପରାସ୍ତ କରିଛି। ଭାରତ ପାଇଁ ଜୁଗରାଜ ସିଂ ଏକମାତ୍ର ଗୋଲ ସ୍କୋର କରିଛନ୍ତି। ସେ ଅଧିନାୟକ ହରମାନପ୍ରୀତଙ୍କ ପାସ୍କୁ ଏକ ଗୋଲରେ ପରିଣତ କରିଥିଲେ। ଏହାପୂର୍ବରୁ ଭାରତ ସେମିଫାଇନାଲରେ … Read More