ସରିଲା ରତ୍ନଭଣ୍ଡାର ଲେଜର ସ୍କାନିଂ
ପୁରୀ: ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୁଧବାର ଦିନ ଲେଜର ସ୍କାନିଂ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବିଶେଷଜ୍ଞ ଟିମ୍ର ସଦସ୍ୟଙ୍କ ଦ୍ବାରା ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ କରାଯାଇଛି। ଏଏସ୍ଆଇ ଏଡିଜି ଜାନଭିଜ୍ … Read More