୨୩ ତାରିଖ ଯାଏଁ ରତ୍ନଭଣ୍ଡାର ଯାଞ୍ଚ ଜାରି ରହିବ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ

ପୁରୀ: ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଆଜିଠାରୁ ଯାଞ୍ଚ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୩ ତାରିଖ ଯାଏଁ ଜାରି ରହିବ। ଆଜି ପ୍ରଥମ ଦିନରେ ଏଏସ୍‌ଆଇ ଓ ବିଶେଷଜ୍ଞ ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଅପରାହ୍‌ଣ ୨ଟାରେ ପ୍ରବେଶ କରିଥିଲେ। … Read More

ଗିରଫ ହେବାର ୪ ଘଣ୍ଟା ମଧ୍ୟରେ ଜାମିନ ପାଇଲେ ୭ ରୋଡ ରୋମିଓ

ଭୁବନେଶ୍ବର: ସେନାବାହିନୀର ମେଜର ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ କମିସନରେଟ୍‌ ପୁଲିସ ଅନ୍ତର୍ଗତ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଗିରଫ ୭ ଅଭିଯୁକ୍ତଙ୍କୁ ଆଜି ସନ୍ଧ୍ୟାରେ ଜାମିନ୍ ମିଳିଛି। ଭୁବନେଶ୍ବର ଜେଏମ୍‌ଏଫ୍‌ସି କୋର୍ଟ ଅଭିଯୁକ୍ତମାନଙ୍କୁ ଜାମିନ୍‌ ପ୍ରଦାନ କରିଛନ୍ତି। … Read More

ଘନେଇଲା ଭରତପୁର ପୋଲିସ-ସେନା ବିବାଦ, ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ

ଭୁବନେଶ୍ୱର : ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ଶହଶହ ପୋଲିସ। ଭୁବନେଶ୍ୱର ରିଜର୍ଭ ଗ୍ରାଉଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଆଗାମୀ … Read More

‘ସୁଭଦ୍ରା’ ପାଇଁ ୫୦ ଟଙ୍କା ନେଇ ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ

ରାଉରେକଲା : ‘ସୁଭଦ୍ରା’ ଫର୍ମ ପୂରଣ ପାଇଁ ମହଳାଙ୍କଠାରୁ ୫୦ ଟଙ୍କା ନେବା ମହଙ୍ଗା ପଡ଼ିଲା। ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ। ରାଉରକେଲା ପ୍ଲାଣ୍ଟ ସାଇଡ୍‌ ଥାନା ପୁଲିସ୍‌ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। … Read More

ମେଜରଙ୍କ ବାନ୍ଧବୀ ଆମକୁ ବିନା କାରଣରେ ଅଭଦ୍ର ଭାଷାରେ ଗାଳି ଦେଇଥିବାରୁ ଝଗଡ଼ା ଆରମ୍ଭ ହୋଇଥିଲା

ଭୁବନେଶ୍ବର : ରାତିରେ କାର୍‌ ଭିତରେ ମେଜରଙ୍କ ବାନ୍ଧବୀ ଆମକୁ ମିଡିଲ୍‌ ଫିଙ୍ଗର ଦେଖାଇଥିଲେ। ଆଉ ବିନା କାରଣରେ ଅଭଦ୍ର ଭାଷାରେ ଗାଳି ଦେଇଥିବାରୁ ଝଗଡ଼ା ଆରମ୍ଭ ହୋଇଥିଲା। ଆମର କୌଣସି ଭୁଲ୍‌ ନାହିଁ। ବିନା ଦୋଷରେ ଆମକୁ ଗିରଫ କରାଯାଇଛି। … Read More

ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର : କୋଟିପତି ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ବାଲେଶ୍ୱର ରୁରାଲ୍‌ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାଯାଇଛି। ଗତକାଲି ହରିହରଙ୍କ ପୈତୃକ … Read More

ଭରତପୁର ଥାନା କାଣ୍ଡ; ଏନସିଡବ୍ଲ୍ୟୁଙ୍କୁ ରିପୋର୍ଟ ଦେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ଯାତନା ଘଟଣାକୁ ନେଇ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି । ଏହି ସଙ୍ଗୀନ ଘଟଣାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ … Read More

କଟକ ଦୁର୍ଗା ପୂଜା ଭସାଣିରେ ବାଜିବନି ଡିଜେ; ଫୁଟିବନି ବାଣ

କଟକ : ପାଖେଇ ଆସୁଛି ଶାରଦୀୟ ଦୁର୍ଗା ପୂଜା। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। କଟକ ସହରରେ ଦୁର୍ଗା ପୂଜାକୁ ଶାନ୍ତିଶୃଙ୍ଖଳାର ସହ ସଂପନ୍ନ କରିବା ପାଇଁ କମିଶନରେଟ ପୁଲିସର କଟକଣା କରାଯାଇଛି। ଭସାଣିରେ ୬ଟି ସାଉଣ୍ଡ ବକ୍ସ ବ୍ୟବହାର ନ … Read More

ନାବାଳିକାଙ୍କ ପ୍ରେମରେ ପାଗଳ ଥିଲେ ବିବାହିତ ଯୁବକ, ଦୁହେଁ ଝୁଲି ପଡ଼ିଲେ

ସାଲେପୁର : ବିବାହିତ ହୋଇ ଘର ସଂସାର କରିବା ପରେ ବି ଜଣେ ନାବାଳିକାଙ୍କ ପ୍ରେମରେ ପାଗଳ ହେଲେ ଯୁବକ । ମାତ୍ର ପରିବାର ଆଗରେ ନିଜ ଭଲ ପାଇବା କଥା ଖୋଲିକି କହି ପାରିଲେନି କି ପ୍ରେମିକା ବିନା ରହି … Read More

ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର

ହୀରାକୁଦ : ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର। ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଡ୍ୟାମର ଜଳସ୍ତର ୬୩୦ ଫୁଟରେ ପହଞ୍ଚିଛି। ଡ୍ୟାମ୍‌ର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଛି, ଆଉ ଏବେ ପାଣିର ସ୍ତର ବି … Read More