ଭାରତରେ ଚିହ୍ନଟ ହେଲା ଏମପକ୍ସ କ୍ଲେଡ୍-୧ର ପ୍ରଥମ ମାମଲା
ନୂଆଦିଲ୍ଲୀ: ଭାରତରେ ଏମପକ୍ସ କ୍ଲେଡ୍-୧ର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଗତ ସପ୍ତାହରେ କେରଳର ମଲ୍ଲାପୁରମରେ ଏହି ସଂକ୍ରମଣ ଚିହ୍ନଟ ହୋଇଛି। ସଂକ୍ରମିତ ବ୍ୟକ୍ତିଙ୍କ ବୟସ ୩୮ ବର୍ଷ ଏବଂ ସେ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରୁ ଘରକୁ ଫେରିଥିଲେ। ଏହି … Read More