ଆସନ୍ତାକାଲି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱର: କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍ରେ ପହଞ୍ଚିବେ ଜେପି ନଡ୍ଡା … Read More