ଜିଦ୍ରେ ଅଟଳ ନର୍ସିଂ ସଂଘ: ଶୁକ୍ରବାରଠାରୁ ଜରୁରୀକାଳୀନ ସେବା ଠପ୍ ପାଇଁ ଚେତାବନୀ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏସମାକୁ ଅଣଦେଖା କରି ନର୍ସିଂ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଦ୍ୱିତୀୟ ଦିନରେ ମଧ୍ୟ ଆନ୍ଦୋଳନ ଜାରି ରହିଛି । ସରକାରଙ୍କ ସହିତ ଆଲୋଚନା ବିଫଳ ହେବା ପରେ ଗୁରୁବାର ନର୍ସିଂ ସଂଘ ପୁଣି ଆନ୍ଦୋଳନ କରିଛି । … Read More