ମଧ୍ୟପ୍ରାଚ୍ୟ ସଙ୍କଟ: ଆରବ ଦେଶଗୁଡ଼ିକ ସହିତ ଜରୁରୀ ବୈଠକ କଲା ରୁଷ

ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଛି। ଇସ୍ରାଏଲ-ହମାସ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଏବେ ଅନ୍ୟ ଦେଶକୁ ବ୍ୟାପିଲାଣି। ପ୍ରଥମେ ହମାସ, ପରେ ହେଜବୋଲ୍ଲା ଏବଂ ଏବେ ଇରାନ ସହିତ ଇସ୍ରାଏଲର ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଇସ୍ରାଏଲ ପକ୍ଷରୁ ଗାଜାରେ ହମାସ … Read More

ସମ୍ବଲପୁର ସମଲେଶ୍ବରୀ ମନ୍ଦିରରେ ଭିଡିଓଗ୍ରାଫି ମନା

ସମ୍ବଲପୁର  : ସମ୍ବଲପୁର ସମଲେଇ ମନ୍ଦିରରେ ଭିଡିଓଗ୍ରାଫି ମନା । ମନ୍ଦିରରେ ରିଲ୍ସ, ପ୍ରି ଓ୍ବେଡିଂ ତଥା ଅନ୍ଯ ସମସ୍ତ ଭିଡିଓଗ୍ରାଫି ମନା ହୋଇଛି । ସମଲେଇ ଟ୍ରଷ୍ଟ ବୋର୍ଡ ପକ୍ଷରୁ ବାରଣ କରାଯାଇଛି । ମନ୍ଦିରର ପବିତ୍ରତା ଅକ୍ଷୁର୍ଣ୍ଣ ରଖିବା … Read More

ନିଜର ନୂଆ ଦଳର ନାଁ ଘୋଷଣା କଲେ ପ୍ରଶାନ୍ତ କିଶୋର

ନିର୍ବାଚନ ରଣନୀତିଜ୍ଞରୁ ରାଜନେତା ପାଲଟି ଥିବା ପ୍ରଶାନ୍ତ କିଶୋର ବୁଧବାର ପାଟନାରେ ଆନୁଷ୍ଠାନିକ ଭାବେ ତାଙ୍କର ନୂଆ ରାଜନୀତିକ ଦଳର ନାଁ ଘୋଷଣା କରିଛନ୍ତି। ସେ ତାଙ୍କ ଦଳର ନାଁ ରଖିଛନ୍ତି ‘ଜନ ସୁରାଜ ପାର୍ଟି’। ନୂଆ ଦଳ ନାଁ ଘୋଷଣା … Read More

ଗାନ୍ଧୀଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ ଦିବ୍ୟତ୍ୱ ଏକାକାର ହୋଇଯାଇଥିଲା- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ ଜିଲା ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ଉତ୍ସବ ପାଳନରେ ଯୋଗଦେଇ କହିଛନ୍ତି ଯେ ଗାନ୍ଧୀଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ ଦିବ୍ୟତ୍ୱ ଏକାକାର ହୋଇଯାଇଥିଲା। ଗାନ୍ଧିଜୀ ହେଉଛନ୍ତି ସମଗ୍ର ମାନବ … Read More

ନବୀନଙ୍କ ୨୪ ବର୍ଷର ହିସାବ ମାଗିଲା ବିଜେପି

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ହିସାବ ମାଗିଲେ ବିଜେପି ସଭାପତି ମନମୋହନ ସାମଲ। ନବୀନବାବୁ ୨୪ ବର୍ଷର ହିସାବ ଦିଅନ୍ତୁ ବୋଲି ସେ କହିଛନ୍ତି। ବିଜେଡିର ଜନ ସମ୍ପର୍କ ପଦଯାତ୍ରାକୁ ନେଇ ଆଜି ଏପରି କହିଛନ୍ତି ଶ୍ରୀ ସାମଲ୍‌। ଗଣମାଧ୍ୟମକୁ ସୂଚନା … Read More

ମୈତ୍ରୀ ବିହାର ଗଣ ଦୁଷ୍କର୍ମ ମାମଲା, ୩ ଗିରଫ

ଭୁବନେଶ୍ୱର : ମୈତ୍ରୀ ବିହାର ଥାନା ଅଂଚଳରେ ଘଟିଥିବା ଗଣ ଦୁଷ୍କର୍ମ ମାମଲାରେ ୩ ଗିରଫ । ୩ ଅଭିଯୁକ୍ତଙ୍କୁ ବାନ୍ଧିଲା କମିସନରେଟ ପୋଲିସ । ଏ ନେଇ ପ୍ରେସ ମିଟିରେ ସୂଚନା ଦେଲେ ପୋଲିସ କମିଶନର ଦେବଦତ୍ତ ସିଂ । ଘଟଣା … Read More

୪ ଦିନରେ ଝାଡ଼ାବାନ୍ତିରେ ଗଲାଣି ୯ ଜୀବନ

କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଦୁର୍ଗାପଙ୍ଗା ପଞ୍ଚାୟତର ଦୁର୍ଗମ ଗାଁରେ ଝାଡ଼ାବାନ୍ତି ଆତଙ୍କ।  ୪ ଦିନରେ ଜଣେ ଗର୍ଭବତୀ ମହିଳାଙ୍କ ସମେତ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ ମହିଳା ଜଣକ ହେଲେ କାଣିବାରୁ ଗାଁର ପୂର୍ତ୍ତି ମାଝୀ। ବାଡ଼ିପାଙ୍ଗା, ଡିମିଲି ଓ … Read More

ରେଳ ଷ୍ଟେସନକୁ ବୋମାରେ ଉଡ଼ାଇଦେବାକୁ ଧମକ

ରେଳ ଷ୍ଟେସନକୁ ବୋମାରେ ଉଡ଼ାଇଦେବାକୁ ମିଳିଲା ଧମକ । ରାଜସ୍ଥାନର ହନୁମାନଗଡ଼ ଜଙ୍କସନ୍‌ ରେଲୱେ ଷ୍ଟେସନ ସମେତ ରାଜ୍ୟର ବିଭିନ୍ନ ଷ୍ଟେସନକୁ ଉଡ଼ାଇଦେବାକୁ ଏକ ଧମକପୂର୍ଣ୍ଣ ଚିଠି ମିଳିଛି। ଏହାପରେ ଷ୍ଟେସନଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ହନୁମାନଗଡ଼ ଜଙ୍କସନ୍‌ ରେଲୱେ … Read More

ପ୍ରେମୀ ଯୁଗଳଙ୍କ ମୃତଦେହ ଠାବ

ବରଗଡ଼ : ପ୍ରେମୀ ଯୁଗଳଙ୍କ  ମୃତଦେହ ଠାବ । ବରଗଡ଼ ଭେଡେନ ବ୍ଲକ ସାରସପାଲି ବିନ୍ଧବାସିନୀ ପର୍ବତ ସ୍ଥିତ ଏକ ଗଛରେ ମୃତଦେହ ଠାବ ହୋଇଛି। ମୃତକ ହେଲେ ଭେଡେନ ବ୍ଲକ ସାରସପାଲି ଗାଁର ୨୨ ବର୍ଷିୟ ଯୁବକ ସୁନୀଲ କଠାର ଏବଂ … Read More

କାର୍ଯ୍ୟରେ ଅବହେଳା ପାଇଁ ASI ସମେତ ୨ପୁଲିସ ନିଲମ୍ବିତ; ୩ ହୋମଗାର୍ଡ କାର୍ଯ୍ୟରୁ ଅନ୍ତର

କାର୍ଯ୍ୟରେ ଅବହେଳା ପାଇଁ ୫ ଜଣ ପୁଲିସ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନାର ASI ଅଜିତ କୁମାର ବେହେରା ଓ ହାବିଲଦାର ରାମଚନ୍ଦ୍ର ନାୟକଙ୍କୁ ନିଲମ୍ବନ କରାଯାଇଛି। ହୋମଗାର୍ଡ ଅଭିରାମ ମହାନନ୍ଦ, ଜଗବନ୍ଧୁ କହଁର … Read More