ରାଜ୍ୟ ମୁଖ୍ୟ ସୂଚନା କମିଶନର(ସିଆଇସି)ପାଇଁ ବିଜ୍ଞପ୍ତି, ଲୋକାୟୁକ୍ତ ଅଧ୍ୟକ୍ଷ ପଦ ପୂରଣ ହେବ କେବେ ?

ଭୁବେନଶ୍ବର : ରାଜ୍ୟ ମୁଖ୍ୟ ସୂଚନା କମିଶନର(ସିଆଇସି) ଜଳଦ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ଆଜି ଏହି ପଦବୀ ପୂରଣ ପାଇଁ ରାଜ୍ୟ ସରକାର ବିଜ୍ଞାପନ ଜାରି କରିଛନ୍ତି । ମାତ୍ର ଦୀର୍ଘଦିନ ଧରି ଖାଲି ପଡ଼ିଥିବା ଓଡ଼ିଶା … Read More

ଆହାର କେନ୍ଦ୍ରରେ ଲୋକଙ୍କ ସହିତ ଖାଇଲେ ରାଜସ୍ୱ ମନ୍ତ୍ରୀ

ସମ୍ବଲପୁର : ଆହାର କେନ୍ଦ୍ରରେ ଖାଇବା ପାଇଁ ଧାଡ଼ିରେ ଛିଡ଼ା ହୋଇ ଟୋକନ୍‌ କଲେ। ଟୋକନ୍‌ ନେଇ ଲୋକଙ୍କ ସହିତ ଖାଇଲେ। ଆଉ ସୁଖ ଓ ଦୁଃଖ ପଚାରି ବୁଝିଲେ। ସମାଧାନ ପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ … Read More

ନିଜର ଇସ୍ତଫା ଓ ଉପନିର୍ବାଚନ ଚର୍ଚ୍ଚାକୁ ଖଣ୍ଡନ କଲେ ବିଧାୟକ ସୁଜାତା ସାହୁ

ଯାଜପୁର : ବିଜେଡିର ଦ୍ୱିତୀୟ କ୍ଷମତା କେନ୍ଦ୍ର ଭାବେ ପରିଚିତ ପ୍ରଣବ ପ୍ରକାଶ ଦାସଙ୍କ ବୟାନ ପରେ ଯାଜପୁର ସଦର ବିଧାୟକ ସୁଜାତା ସାହୁଙ୍କ ଇସ୍ତଫା ଓ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି … Read More

ନଭେମ୍ବର ୧୩ରେ ଧବଳେଶ୍ୱର ବଡ଼ଓଷା

କଟକ : ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ … Read More

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଆମ୍ବାସାଡର୍ ମିଟ୍‌: କହିଲେ- ଓଡ଼ିଶା ହେବ ଶିଳ୍ପ ହବ୍‌

ନୂଆଦିଲ୍ଲୀ : ଓଡ଼ିଶାକୁ ଅଧିକ ପୁଞ୍ଜି ଆଣିବା ସହ ଆଗାମୀ ଦିନରେ ବିଦେଶୀ ପୁଞ୍ଜି ନିବେଶ ବଢ଼ାଇବା ଲକ୍ଷ୍ୟ ନେଇ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସେଠାରେ ଆମ୍ବାସାଡର ମିଟ କରିଛନ୍ତି। ପ୍ରାୟ ୩୪ଟି ଦେଶର … Read More

ପାର୍ବଣରେ ବାଜିବ ଡିଜେ; କିନ୍ତୁ ଧୀରେ

କଟକ : ପାର୍ବଣ ଋତୁରେ କଟକ ମହାନଗରରେ ଡିଜେ ବାଜିବ। କିନ୍ତୁ ଧୀରେ ବାଜିବ। ଅର୍ଥାତ ୬୫ ଡେସିବଲଠାରୁ ଅଧିକ ଜୋରରେ ଡିଜେ ବାଜି ପାରିବ ନାହିଁ। ଏଥିସହ କଟକ ରାସ୍ତାଘାଟ ମରାମତି ନେଇ ଅସନ୍ତୋଷ ଝାଡ଼ିଛନ୍ତି ଓଡିଶା ହାଇକୋର୍ଟ। ଦଶହରା … Read More

BMCର ନିର୍ଦ୍ଦେଶ: ପୂଜା ପେଣ୍ଡାଲରେ ପ୍ଲାଷ୍ଟିକ ମନା

ଭୁବନେଶ୍ବର : ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମା’ଙ୍କ ଆଗମନକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି। ଏସବୁ ଭିତରେ ବିଏମସି ପକ୍ଷରୁ ପୂଜାକୁ ନେଇ ଦିଆଯାଇଛି କଡ଼ା ନିର୍ଦ୍ଦେଶ। ଭୁବନେଶ୍ୱରରେ ପୂଜା ପେଣ୍ଡାଲରେ … Read More

ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ

ଭୁବନେଶ୍ବର : ଓଡ଼ିଶାରେ ଅଛନ୍ତି ମୋଟ୍ ୬୯୬ କଲରାପତରିଆ। ରାଜ୍ୟର ପ୍ରଥମ କଲରାପତରିଆ ଗଣନା ରିପୋର୍ଟରୁ ଆସିଛି ଏହି ତଥ୍ୟ। ଚଳିତ ଥର ନିଜସ୍ୱ କଲରାପତରିଆ ଗଣନା କରିଛି ବନ ବିଭାଗ। NTCA ରିପୋର୍ଟ ଅନୁସାରେ ୨୦୨୨ରେ ଓଡ଼ିଶାର ବିଭିନ୍ନ ଜଙ୍ଗଲରେ … Read More

ଗଞ୍ଜାମ: ଦେବୀଙ୍କ ପୀଠରେ ନବରାତ୍ରି ପୂଜା ଆରମ୍ଭ

ଗଞ୍ଜାମ: ଗଞ୍ଜାମ ସହର ସମେତ ଗଞ୍ଜାମ ବ୍ଲକ ଅଂଚଳରେ ଗୁରୁବାରଠାରୁ ବିଭିନ୍ନ ଦେବୀ ପୀଠରେ ନବରାତ୍ରି ପୂଜା ଆରମ୍ଭ ହୋଇଛି। ଫଳରେ ଏହି ସବୁ ଅଂଚଳ ବର୍ତ୍ତମାନ ଉତ୍ସବମୁଖର ହୋଇଉଠିଛି। ସେଥିମଧ୍ୟରୁ ଗଞ୍ଜାମ ସହରସ୍ଥିତ ଦୁର୍ଗା ଦେବୀ ସାହିରେ ଅବସ୍ଥିତ ମା’ … Read More

ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଗିଲା ବର୍ଷେ, ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଆଇଜିଙ୍କ ନିବେଦନ

ଭୁବନେଶ୍ବର: ଜଣେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଗୋଟିଏ ବର୍ଷ ଲାଗିଛି। ବିଭାଗୀୟ ଡାକ୍ତର ପୁଲିସକୁ ଗୋଟିଏ ବର୍ଷ ପରେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ପ୍ରଦାନ କରିଛନ୍ତି। ବିଳମ୍ବିତ ରିପୋର୍ଟକୁ ନେଇ ସ୍ବାସ୍ଥ୍ୟ ସଚିବଙ୍କୁ … Read More