୬ରୁ ଆରମ୍ଭ ହେବ ହବିଷ୍ୟାଳି ପଞ୍ଜିକରଣ, ୧୧ ତାରିଖ ଯାଏଁ କରିପାରିବେ ଅନ୍ ଲାଇନରେ ଆବେଦନ

ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ କାର୍ତ୍ତିକ ମାସ । ଏଥିପାଇଁ ଆସନ୍ତା ୬ରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ। ୧୧ ତାରିଖ ପର୍ଯ୍ୟନ୍ତ ଅନ୍ ଲାଇନରେ ପଞ୍ଜୀକରଣ ଚାଲିବ । edistrict.odisha.gov.in portal ମାଧ୍ୟମରେ ନିର୍ଦ୍ଧିଷ୍ଟ ଫର୍ମ ମାଧ୍ୟମରେ ଅନଲାଇନ … Read More

ଯାଜପୁରରେ ଗଡ଼ିଲା ଅଧିଷ୍ଠାତ୍ରୀ ଦେବୀ ବିରଜାଙ୍କ ରଥ

ଯାଜପୁର: ଆରମ୍ଭ ହୋଇଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ରଥଯାତ୍ରା । ରଥଖଳାରେ ମାସେ ହେଲାଣି ଚାଲିଥିଲା ସିଂହଧ୍ୱଜ ରଥନିର୍ମାଣ । ମାଆ ବିରଜାଙ୍କୁ ରଥରେ ଦର୍ଶନ ପାଇଁ ଅପେକ୍ଷାରେ ଥିଲେ ଶ୍ରଦ୍ଧାଳୁ । ଗଡିଛି ବିଜୟା ରଥ,ଅସତ୍ୟ ଉପରେ … Read More

ବିଧାୟକ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼

କେଶିଙ୍ଗା: କଳାହାଣ୍ଡି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନ ମଣ୍ଡଳୀର ଗୋଳମୁଣ୍ଡା କଲେଜର ଏକାଡେମୀକ ଉତ୍ସବକୁ ଯାଇଥିବାବେଳେ କିଛି ଯୁବକଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼। ପୂର୍ବରୁ ବିଜେଡି ସମର୍ଥକ ଏମାନେ ଥିଲେ ଏବେ ବିଜେପି ସମର୍ଥକ ଥିବା … Read More

ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ

ବରଗଡ଼:ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ l ଚଢ଼ାଉ ବେଳେ କାରାଗାରରୁ ବ୍ୟାପକ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ l ସେପଟେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ଚଢ଼ାଉ କରି ବିପୁଳ ମାଦକଦ୍ରବ୍ୟ ଜବତ କରିଛି … Read More

ଆପ୍ ଜରିଆରେ ୫୦୦ କୋଟି ଟଙ୍କା ଠକେଇ; ଭାରତୀ ସିଂହ ଓ ଏଲଭିସ ଯାଦବଙ୍କୁ ସମନ

ୟୁଟ୍ୟୁବର ଏଲଭିସ ଯାଦବଙ୍କ ପାଇଁ ପୁଣି ଅଡୁଆ ବଢିଛି। ଏକ ଆପ୍ ଆଧାରିତ ସ୍କାମରେ ୫୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ସମନ ପଠାଇଛି ଦିଲ୍ଲୀ ପୁଲିସ। ଏଲଭିସ ଯାଦବଙ୍କ ସମେତ ହାସ୍ୟ ଅଭିନେତା ଭାରତୀ ସିଂହ ଏବଂ ଅନ୍ୟ ତିନି … Read More

ଓଡ଼ିଶାକୁ ବିଦେଶୀ ପୁଞ୍ଜି ଆଣିବା ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ ଚାଲିଛି: ସୁରେଶ ପୂଜାରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅଧିକ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତ କାଳରେ ନିବେଶକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ … Read More

ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ  ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ଅବସରପ୍ରାପ୍ତ ଅଗ୍ନିବୀରଙ୍କ … Read More

ତିରୁପତି ଲଡୁ ବିବାଦ; SITକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ତିରୁପତି ଲଡୁ ବିବାଦ ମାମଲାର ତଦନ୍ତ କରିବ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍ (SIT)। ଆଜି ସୁପ୍ରିମକୋର୍ଟ ତଦନ୍ତ ପାଇଁ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI)ର ଦୁଇଜଣ ବରିଷ୍ଠ ଅଧିକାରୀ ଏବଂ ସିବିଆଇର ଦୁଇଜଣ ବରିଷ୍ଠ ଅଧିକାରୀଙ୍କୁ … Read More

୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ୬ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି। … Read More

ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍‌ ଟୁ ଲାଇଟ୍

ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. … Read More