ଦୁର୍ଗାପୂଜା ସମୟରେ କଲକାତାରେ ପୁଣି ଲଜ୍ଜା; ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରି ନଦୀରେ ଫିଙ୍ଗିଲେ
କୋଲକାତା : କଲକାତାରେ ପୁଣି ଚାଞ୍ଚଲ୍ୟ। ଦୁର୍ଗାପୂଜା ସମୟରେ ଯେଉଁଠି ଦେବୀ ଦୁର୍ଗାଙ୍କୁ ସବୁଠାରୁ ଅଧିକା ପୂଜାର୍ଚ୍ଚନା କରାଯିବା ସହ ରୀତିନୀତି ଅନୁସାରେ ନବରାତ୍ରୀକୁ ଧୁମଧାମରେ ପାଳନ କରାଯାଏ ସେଠାରେ ଏହି ସମୟରେ ବି ସୁରକ୍ଷିତ ନୁହଁନ୍ତି ଝିଅ। କଲକାତାରେ ଜଣେ … Read More