ଭାରତ ପହଞ୍ଚିଲେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ
ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ । ମୁଇଜ୍ଜୁଙ୍କ ସହ ତାଙ୍କ ପତ୍ନୀ ସାଜିଦା ମହମ୍ମଦ ମଧ୍ୟ ଅଛନ୍ତି। ସେ ଭାରତରେ ୫ ଦିନ ରହିବେ । ଏହି ଗସ୍ତ ସମୟରେ ରାଷ୍ଟ୍ରପତି ମୁଇଜ୍ଜୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ … Read More