ଭଦ୍ରକରୁ ହଟିଲା ୧୬୩ ଧାରା
ଭଦ୍ରକ : ଭଦ୍ରକରୁ ହଟିଛି ଧାରା ୧୬୩। ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ କଟକଣା ହଟିବା ନେଇ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଏହି ସ୍ଥାନରେ ୧୬୩ ଧାରା ଜାରି କରାଯାଇଥିଲା। ଶାନ୍ତିଶୃଙ୍ଖଳା … Read More
ଭଦ୍ରକ : ଭଦ୍ରକରୁ ହଟିଛି ଧାରା ୧୬୩। ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ କଟକଣା ହଟିବା ନେଇ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଏହି ସ୍ଥାନରେ ୧୬୩ ଧାରା ଜାରି କରାଯାଇଥିଲା। ଶାନ୍ତିଶୃଙ୍ଖଳା … Read More
କେନ୍ଦୁଝର : ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି। ଘଟଣାରୁ ପ୍ରକାଶ ଯେ, … Read More
ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ … Read More
ଭୁବନେଶ୍ଵର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି … Read More
ଭୁବନେଶ୍ବର : ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳି ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଯାବତ ୧କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି ପର୍ଯ୍ୟାୟରେ … Read More
କଟକ : ପବିତ୍ର ଗୋପବନ୍ଧୁ ଜୟନ୍ତୀ ଅବସରରେ ଆଜି ବିଜୁ ଜନତା ଦଳ କଟକ ଜିଲ୍ଲା ପକ୍ଷରୁ ସ୍ଥାନୀୟ ସାରଳା ଭବନରେ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ତଥା ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, … Read More
ଭୁବନେଶ୍ବର : ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଗ୍ରାମୋଦୟ’ କାର୍ଯ୍ୟକ୍ରମ। ହିତାଧିକାରୀଙ୍କୁ ସରକାରୀ ଯୋଜନାର ସବୁ ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ଏହି ଯୋଜନା କରାଯାଇଛି। ନକ୍ସଲ ପ୍ରଭାବିତ ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, … Read More
ଭୁବନେଶ୍ବର : ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ସକାଳେ … Read More
କଟକ : କଟକରେ ଆଜି ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମରେ ବିସ୍ଫୋରକ ଭାଷଣ ଦେଇଛନ୍ତି ଦଳର ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ। ସେ ନାଁ ନ ନେଇ ଦଳର ଜଣେ ତୁଙ୍ଗ ନେତାଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, … Read More
ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ଖରାସାହାପୁର ଗାଁରେ ଦୁଇ ଭଉଣୀ ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ହରାଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି ଗାଁର ମାନସ ବେହେରାଙ୍କ ଝିଅ ରାଜଲକ୍ଷ୍ମୀ ଓ ଭାଗ୍ୟଲକ୍ଷ୍ମୀ। ଦୁଇ ଭଉଣୀ ଘର ପାଖ … Read More