ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ; ପ୍ରଥମ ସଦସ୍ୟ ହେଲେ ନବୀନ

ଭୁବନେଶ୍ୱର: ଆଜିଠୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ୱର ଶଙ୍ଖଭବନରେ ଶୁଭାରମ୍ଭ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଦଳରେ ପ୍ରଥମ ସଦସ୍ୟଭାବେ ଦସ୍ତଖତ କରି ଏକାମ୍ର ଭୁବନେଶ୍ୱରରୁ ସଦସ୍ୟତା ଗ୍ରହଣ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଏହି ଅବସରରେ … Read More

ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ସୁଭଦ୍ରା ଟଙ୍କା: କହିଲେ ଯାହା ପ୍ରତିଶ୍ରୁତି ଦେଉ, ପାଳନ କରୁ

ବାରିପଦା : ଆଜି ମହିଳାଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ତେବେ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ … Read More

ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ ସରକାର । ମହଙ୍ଗା ଭତ୍ତା ୪ ପ୍ରତିଶତ ବଢାଇଲେ ରାଜ୍ୟ ସରକାର । ପୂର୍ବରୁ ୪୬ ପ୍ରତିଶତ ଥିବାବେଳେ ୪ ପ୍ରତିଶତ ବୃଦ୍ଧି ପାଇ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି … Read More

ଆପ୍‌ର ବଡ଼ ଅଭିଯୋଗ: ସରକାରୀ ବଙ୍ଗଳାରୁ ଫିଙ୍ଗିଦେଲେ ମୁଖ୍ୟମନ୍ତ୍ରୀଙ୍କ ଜିନିଷପତ୍ର

ନୂଆଦିଲ୍ଲୀ : ଦିଲ୍ଲୀର କ୍ଷମତାସୀନ ଆମ ଆଦମୀ ପାର୍ଟି ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛି। ଉପ ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ଜିନିଷପତ୍ର ତାଙ୍କ ସରକାରୀ ବଙ୍ଗଳାରୁ ବାହାରକୁ ଫିଙ୍ଗି ଦିଆଯାଇଛି। ୬ ଫ୍ଲାଗଷ୍ଟାଫ ରୋଡରେ … Read More

ହରିୟାଣା ବିଜେପିରେ ମିଶିଲେ ଦୁଇ ସ୍ବାଧୀନ ବିଧାୟକ

ଚଣ୍ଡୀଗଡ : ହରିୟାଣା ବିଧାନସଭାରେ ଐତିହାସିକ ବିଜୟ ହାସଲ କରିଥିବା ବିଜେପିର ଆହୁରି ଶକ୍ତିଶାଳୀ ହୋଇଛି। ହରିୟାଣାର ୯୦ଟି ଆସନରୁ ଦଳ ଏକାକୀ ୪୮ଟି ଆସନ ଜିତି କ୍ରମାଗତ ତୃତୀୟ ଥର ସରକାର ଗଠନ କରିବାକୁ ଯାଉଛି। ଏପରି ସ୍ଥିତିରେ ଆଜି … Read More

ମିଳିଲା ଅପହୃତ ଯବାନଙ୍କ ମୃତଦେହ, ଦେହରେ ବାଜିଛି ଏକାଧିକ ଗୁଳି

ନୂଆଦିଲ୍ଲୀ : ମିଳିଲା ଅପହୃତ ଯବନାଙ୍କ ମୃତଦେହ। ଜମ୍ମୁ କଶ୍ମୀରର ଅନ୍ତନାଗର ଜଙ୍ଗଲରୁ ଗତକାଲି ଆତଙ୍କବାଦୀମାନେ ଦୁଇ ଜଣ ଯବାନଙ୍କୁ ଅପହରଣ କରି ନେଇଥିଲେ। ତେବେ ଜଣେ ଯବାନ ଆତଙ୍କୀଙ୍କୁ ଚକ୍‌ମା ଦେଇ ଖସି ପଳାଇ ଆସିଥିବା ବେଳେ ଆଜି ପଥରୀବଲ … Read More

କଂଗ୍ରେସ ସହ ଦିଲ୍ଲୀରେ ମେଣ୍ଟ କରିବନି ଆପ୍‌

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ିବ କ୍ଷମତାସୀନ ଆପ୍‌। ଅରବିନ୍ଦ କେଜ୍ରିୱାଲଙ୍କ ଆପ୍‌ ଇଣ୍ଡିଆ ମେଣ୍ଟର ସଦସ୍ୟ। ଏଥିସହ କଂଗ୍ରେସ ସହ ମେଣ୍ଟ କରି ଆପ୍‌ ଦିଲ୍ଲୀରେ ଲୋକସଭା ନିର୍ବାଚନ ଲଢ଼ିଥିଲା। ହେଲେ ହରିୟାଣାରେ ଉଭୟ କଂଗ୍ରେସ ଓ … Read More

ବଢିବନି ହୋମ୍‌‌ ଲୋନ୍‌‌ ଇଏମ୍‌‌ଆଇ; ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌‌

ନୂଆଦିଲ୍ଲୀ : ଅପରିବର୍ତ୍ତିତ ରହିଛି ରେପୋ ରେଟ୍‌‌। ଲଗାତାର ୧୦ମ ଥର ପାଇଁ ପ୍ରମୁଖ ସୁଧହାର ତଥା ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ ଆରବିଆଇ। ଆଜି ଏମପିସିର ନିଷ୍ପତ୍ତି ଘୋଷଣା କରି ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ … Read More

ଲଦାଖରେ ଏସିଆର ସବୁଠୁ ବଡ଼ ଦୂରବୀକ୍ଷଣ ଯନ୍ତ୍ର ଉଦ୍‌ଘାଟିତ

ଲଦାଖ : ବୈଜ୍ଞାନିକମାନଙ୍କ ଗବେଷଣା କ୍ଷେତ୍ରରେ ଅଧିକ ଶକ୍ତି ଯୋଗାଇବା ଲାଗି ଲଦାଖରେ ଏସିଆର ସବୁଠୁ ବଡ଼ ଦୂରବୀକ୍ଷଣ ଯନ୍ତ୍ରର ଉଦ୍‌ଘାଟନ କରାଯାଇଛି। ଏହାର ନାମ ହେଉଛି ଏମଏସିଇ ବା ମେଜର ଆଟମୋସ୍ଫେରିକ ଚେରେନକୋଭ ଏକ୍ସପେରିମେଣ୍ଟ। ପରମାଣୁ ଶକ୍ତି ବିଭାଗ (ଡିଏଇ) … Read More

ପ୍ରଧାନମନ୍ତ୍ରୀ ମୋଦି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଜେପି ମୁଖ୍ୟ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ମଧ୍ୟ ସାକ୍ଷାତ କଲେ ସୈନି

ନୂଆଦିଲ୍ଲୀ : ହରିୟାଣାରେ ଐତିହସିକ ବିଜୟ ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଲ୍ଲୀ ଯାଇ ଭେଟିଛନ୍ତି। ତାଙ୍କ ସହ ରାଜ୍ୟରେ ସରକାର ଗଠନ ନେଇ ମଧ୍ୟ ସୈନି ଆଲୋଚନା କରିଥିବା ଜଣାପଡ଼ିଛି। ରାଜ୍ୟରେ … Read More