ହରିୟାଣା ନିର୍ବାଚନର ସାଇଡ ଇଫେକ୍ଟ: କଂଗ୍ରେସକୁ ଝଟକା ଦେଲେ ଅଖିଲେଶ ଯାଦବ

ନୂଆଦିଲ୍ଲୀ :ହରିୟାଣାରେ ନିଶ୍ଚିତ ବିଜୟକୁ ହାତ ଛଡ଼ା କରିଥିବା କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଇଣ୍ଡିଆ ମେଣ୍ଟ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ ୩୭ ଆସନ ଜିତିଥିବା ବେଳେ ବିଜେପି ହ୍ୟାଟ୍ରିକ ବିଜୟ ହାସଲ କରିଛି। ଏପରି ପରାଜୟ ପରେ … Read More

ସରକାରଙ୍କ ବଡ଼ ଘୋଷଣା: ୨୦୨୮ ଯାଏ ମିଳିବ ପୋଷଣଯୁକ୍ତ ମାଗଣା ଚାଉଳ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଖାଦ୍ୟ ଆଇନ ଓ ଅନ୍ୟାନ୍ୟ ସରକାରୀ ଯୋଜନା ଅଧୀନରେ ଦିଆଯାଉଥିବା ମାଗଣା ପୋଷଣଯୁକ୍ତ ଚାଉଳ ବଣ୍ଟନ ପ୍ରକ୍ରିୟା ଜାରି ରହିବ। ଆସନ୍ତା ୨୦୨୮ ଯାଏ ଲୋକମାନେ ମାଗଣାରେ ଏହି ଚାଉଳ ପାଇପାରିବେ। ଏଥିପାଇଁ ୧୭,୦୨୮ … Read More

ରସାୟନ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ

ନୂଆଦିଲ୍ଲୀ : ରସାୟନ ବିଜ୍ଞାନ କ୍ଷେତ୍ରରେ ଉତ୍କୃଷ୍ଠତା ପାଇଁ ମିଳିତ ଭାବେ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ଚଳିତ ବର୍ଷର ନୋବେଲ ପୁରସ୍କାର। ଡାଭିଡ ବାକେର, ଡେମିସ ହାସାବିସ ଓ ଜନ ଜମ୍ପରଙ୍କୁ ନୋବେଲ ପୁରସ୍କାର ମିଳିବ। କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନ … Read More