ଓଲିଉଡରେ ନୂଆ ରେକର୍ଡ: ୫ ଦିନରେ ‘କର୍ମ’ କଲା ୨.୨୧ କୋଟି ଟଙ୍କାର ବ୍ୟବସାୟ
ଭୁବନେଶ୍ବର: ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ‘କର୍ମ’ ପ୍ରଥମ ଦିନରୁ ହିଁ ଜବରଦସ୍ତ ବ୍ୟାବସାୟିକ ସଫଳତା ହାସଲ କରିଛି। ଏହାପରେ ବି ଏହାର କ୍ରେଜ୍ ବଢିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ରେକର୍ଡ ବି କରିବାରେ ଲାଗିଛି। … Read More