ଓଡିଶାରୁ ବିଦାୟ ନେଲା ମୌସୁମୀ

ଭୁବନେଶ୍ୱର: ଓଡିଶାରୁ ଅପସାରଣ ହୋଇଛି ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିଛି । ରବିବାର ବିଭିନ୍ନ ଜିଲାରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି। ପାଗ ଅନୁକୂଳ ରହିଥିବାରୁ ଆଗାମୀ ୨ ଦିନ ମଧ୍ୟରେ ସମସ୍ତ ଜିଲାରୁ ମୌସୁମୀ … Read More

ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମାଆ ଦଶଭୂଜା

ପାପର ବିନାଶ ଘଟିଛି, ସତ୍ୟର ବିଜୟ ହୋଇଛି। ୯ ଦିନ ଧରି ଧରାପୃଷ୍ଟରେ ମାଆ ଭକ୍ତଙ୍କୁ ଦର୍ଶନ ଦେବା ପରେ ଏବେ ବିଦାୟ ନେଉଛନ୍ତି। ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଭସାଣ ଚାଲିଛି। ଗତକାଲିଠୁ କିଛି ମୂର୍ତ୍ତି ବିସର୍ଜନ କରାଯାଇଥିବା … Read More