ବାଲିଯାତ୍ରା ପାଇଁ ପଞ୍ଜିକରଣ ଆରମ୍ଭ

କଟକ: ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା । ଏନେଇ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୫ ରୁ ଅର୍ଥାତ୍ ଆଜି ଠାରୁ ଆରମ୍ଭ ହୋଇଥିବା … Read More

ଅକ୍ଟୋବର ୧୬ରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମହାରାଷ୍ଟ୍ର ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯିବେ। ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆନା ସରକାରଙ୍କ ଶପଥ … Read More

ଓପିଏସସି ପକ୍ଷରୁ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ବର: ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ । ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ … Read More

ଇଭିଏମ ବ୍ୟାଟେରୀ ଓ ପେଜର୍ସକୁ ନେଇ ଏମିତି କହିଲେ ମୁଖ୍ୟ ନିର୍ବାଚନ କମିଶନର

ଗୋଟିଏ ଇଭିଏମର ବ୍ୟାଟେରୀ ଠିକ କ୍ୟାଲକୁଲେଟର ଭଳି। ସେହିପରି ପେଜର୍ସ ଭଳି ଇଭିଏମରେ କୌଣସି ପ୍ରକାରର ହେରଫେର କରାଯାଇ ପାରିବ ନାହିଁ ନାହିଁ ବୋଲି ଭାରତୀୟ ନିର୍ବାଚନ କମିଶନ କହିଛନ୍ତି। ପେଜର୍ସ ଭଳି ଇଭିଏମକୁ ମଧ୍ୟ ଟ୍ୟାମ୍ପରିଂ କରି ହେବ ବୋଲି … Read More

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଧାନ ସଂଗ୍ରହ ବ୍ୟବସ୍ଥାର ସୁପରିଚାଳନା ପାଇଁ ମନ୍ତ୍ରୀମାନେ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍‌ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ଷୁଦ୍ର ଚାଷୀମାନଙ୍କ ଠାରୁ ଧାନ ସଂଗ୍ରହ ଉପରେ ପ୍ରାଥମିକତା … Read More

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ।  ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ।  ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।  ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ … Read More

ଗଞ୍ଜେଇ ଖୋଜୁ ଖୋଜୁ ମିଳିଲା ବିପୁଳ ମାତ୍ରାରେ ରୁପା

ସମ୍ବଲପୁର: ସମ୍ବଲପୁର ରେଙ୍ଗାଲୀ ଅଞ୍ଚଳରେ ଦେଢ଼ କ୍ୱିଣ୍ଟାଲରୁ ଅଧିକ ରୁପା ଜବତ । ଗଞ୍ଜେଇ ଚାଲାଣ ସନ୍ଦେହରେ ଅବକାରୀ ବିଭାଗ ଏକ କାର୍ ଭିତରୁ ଗଞ୍ଜେଇ ଖୋଜୁ ଖୋଜୁ ଏହି ରୁପା ଜବତ କରିଛି । ଏହି ରୁପା ଅଳଙ୍କାର ମହାରାଷ୍ଟ୍ରରୁ … Read More

ୱାୟନାଡ ଲୋକସଭା ପାଇଁ ୧୩ରେ ହେବ ଭୋଟିଂ, ରାହୁଲ ଛାଡ଼ିବା ପରେ ପଡ଼ିଥିଲା ଖାଲି

ଭାରତୀୟ ନିର୍ବାଚନ କମିଶନ ଆଜି ଝାରଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ କେରଳର ୱାୟନାଡ ଲୋକସଭାର ଉପ ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହୋଇଛି। ୨୦୨୪ ଲୋକସଭା ନିର୍ବାଚନ ବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧି … Read More

ପାଣ୍ଡିଆନଙ୍କ ପାଇଁ ବିଜେଡି ହାରିଲା: ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ଅମର ଶତପଥୀଙ୍କ ପରେ ପୂର୍ବତନ ବିଜେଡି ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅମର ଶତପଥୀ ଯେଉଁ କଥା କହିଛନ୍ତି, କିଛି ଖରାପ କହିନାହାନ୍ତି। ପାଣ୍ଡିଆନଙ୍କ ପାଇଁ ମୁଁ ବିଜେଡି ଛାଡ଼ିଲି। ଦଳଗଢ଼ିକି … Read More

ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦେଲା ବିଜେପି

ଭୁବନେଶ୍ୱର: ଆଉ କିଛି ମାସ ପରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ । ଏନେଇ ଭାରତୀୟ ଜନତାପାର୍ଟି (ବିଜେପି) ଯୋଜନା ପ୍ରସ୍ତୁତ କରିଛି । ବିଜେପି ଏଥି ପାଇଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା … Read More