‘ସାଧାରଣ ବିମାନରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ’

ଭୁବନେଶ୍ବର : ଗତ ସରକାରରେ ମନ୍ତ୍ରୀ ଓ ବାବୁ ମାନେ ବିମାନରେ ବୁଲୁଥିଲେ ହେଲେ ଏବେକାର ସରକାରରେ ମୁଖ୍ୟମନ୍ତ୍ରୀ ସାଧାରଣ ଭାବେ ଯାତ୍ରା କରୁଛନ୍ତି। ଚାଟାର୍ଡ ଫ୍ଲାଇଟ ବଦଳରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ବିମାନରେ ସାଧାରଣ ଜନତାଙ୍କ ସହ … Read More

ଅନୁଭବଙ୍କ ନାମରେ ନକଲି ଆକାଉଣ୍ଟ, ଅଭିଯୁକ୍ତକୁ ଗିରଫ କଲା କଟକ ସାଇବର ଥାନା ପୁଲିସ

କଟକ: କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ତଥା ଓଡ଼ିଆ ଚଳଚ୍ଚିତ୍ର ତାରକା ଅନୁଭବ ମହାନ୍ତିଙ୍କ ନାମରେ ନକଲି ଆକାଉଣ୍ଟ ଖୋଲିଥିବା ଭୀଷ୍ମ ମହାନ୍ତକୁ ପୁଲିସ ଗିରଫ କରିଛି। ଆଜି କଟକ ସାଇବର ଥାନା ପୁଲିସ ଅଭିଯୁକ୍ତକୁ ଗିରଫ ପରେ କୋର୍ଟ ଚାଲାଣ କରିଛି। … Read More

କେନ୍ଦୁଝର ଜିଲ୍ଲାର ୪ଟି ସ୍ଥାନରେ ବହୁମୁଖୀ ଷ୍ଟାଡିୟମ

କେନ୍ଦୁଝର : ଆଦିବାସୀ ବହୁଳ ତଥା ଖଣି ପ୍ରଭାବିତ କେନ୍ଦୁଝର ଜିଲାର ବିଭିନ୍ନ ଗାଁ ଓ ସହରରେ ଯୁବପିଢ଼ିଙ୍କ ପ୍ରତିଭାକୁ ବିକଶିତ କରିବା ସହିତ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର କ୍ରୀଡ଼ା ପ୍ରତିଯୋଗିତା ଲାଗି ପ୍ରସ୍ତୁତ କରିବା ପାଇଁ ଜିଲାର ବିଭିନ୍ନ … Read More

‘ବିନା ପ୍ରମାଣରେ କହିଥିଲି…’ ନିଜ୍ଜାର ହତ୍ୟା ମାମଲାରେ ବଦଳିଲା ଜଷ୍ଟିନ ଟ୍ରୁଡୋଙ୍କ ଆଭିମୁଖ୍ୟ

ନୂଆଦିଲ୍ଲୀ : ଭାରତ ସରକାର କାନାଡାର 6 ଜଣ ହାଇକମିଶନରଙ୍କୁ ବହିଷ୍କାର କରିବା ପରେ ବଦଳିଛି ଜଷ୍ଟିନ ଟ୍ରୁଡୋଙ୍କ ଆଭିମୁଖ୍ୟ। ବାରମ୍ବାର ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜ୍ଜାରର ହତ୍ୟା ମାମଲାରେ ଭାରତର ସମ୍ପୃକ୍ତି ଥିବା ଦାବି କରି ଆସୁଥିବା ଟ୍ରୁଡୋଙ୍କ … Read More

ପ୍ରଥମ ଟେଷ୍ଟ : ଭାରତ ମାତ୍ର ୪୬ ରନ୍‌ରେ ଅଲ୍‌ ଆଉଟ୍, ଜବାବରେ ନ୍ୟୁଜିଲାଣ୍ଡର ୩ ୱିକେଟ ହରାଇ ୧୮୦ ରନ

ବେଙ୍ଗାଲୁରୁ : ବେଙ୍ଗାଲୁରୁର ଏମ ଚିନାସ୍ୱାମୀରେ ନ୍ୟୁଜିଲ୍ୟାଣ୍ଡ ଦେଖାଇଛି ଦବଦବା। ଭାରତ ଘରୋଇ ପରିବେଶରେ ହୋଇଛି ଘାଇଲା। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ମାତ୍ର ୪୬ ରନ କରି ଅଲଆଉଟ ହୋଇଛି। ଏହା ଘରୋଇ ମାଟିରେ ଭାରତର … Read More

ଚୋଟ ମାରିଲା ବିଷଧର, ସାପକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ହାଜର

ପାଟନା : ବିହାରର ଜଣେ ବ୍ୟକ୍ତି ଏପରି ହରକତ କରିଛନ୍ତି, ଯାହା ସମସ୍ତଙ୍କୁ ଥରହର କରିଦେଇଛି। ଦୁନିଆର ସବୁଠୁ ବିଷଧର ସାପ ଭାବେ ବିବେଚନା କରାଯାଉଥିବା ଚନ୍ଦନ ମନ୍ଦନ ବୁଢା ଚୋଟ ମାରିବା ପରେ ତାକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି। … Read More

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ନୂଆଦିଲ୍ଲୀ : ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ଏନେଇ କେନ୍ଦ୍ର ସରକାରଙ୍କୁ … Read More

ଫେମିନା ମିସ୍‌ ଇଣ୍ଡିଆ-୨୦୨୪: ବିଜେତା ମୁକୁଟ ପିନ୍ଧିଲେ ନିକିତା ପୋରଓ୍ବାଲ

ମୁମ୍ବାଇ: ଫେମିନା ମିସ୍‌ ଇଣ୍ଡିଆ-୨୦୨୪କୁ ମିଳିଯାଇଛି ଏହାର ବିଜେତା। ମଧ୍ୟପ୍ରଦେଶର ନିକିତା ପୋରଓ୍ବାଲ ପିନ୍ଧିଛନ୍ତି ଫେମିନା ମିସ୍‌ ଇଣ୍ଡିଆ-୨୦୨୪ର ବିଜେତା ମୁକୁଟ। ବୁଧବାର ରାତିରେ ମୁମ୍ବାଇର ଓ୍ବର୍ଲିରେ ଆୟୋଜିତ ପ୍ରତିଯୋଗିତାର ଗ୍ରାଣ୍ଡ୍‌ ଫାଇନାଲରେ ନିକିତାଙ୍କୁ ବିଜେତା ଘୋଷଣା କରାଯାଇଛି। ଏବେ ସେ … Read More

ଆକ୍ରମଣ ପୂର୍ବରୁ ଗାଜା ଛାଡି ପଳାଇବାକୁ ଧମକ ଦେଲା ଇସ୍ରାଏଲ

ନୂଆଦିଲ୍ଲୀ : ଇସ୍ରାଏଲ ସେନା ପୂର୍ବ ଲେବାନନର ବେକା ଅଞ୍ଚଳର କିଛି ଅଂଶ ଛାଡିବାକୁ ଲୋକଙ୍କୁ ଧମକ ଦେବା ସହ ସେମାନେ ସେହି ଅଞ୍ଚଳ ଉପରେ ଆକ୍ରମଣ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏବେ ଇସ୍ରାଏଲ ସେନା ଲେବାନନର ଚାରିପଟୁ ଆକ୍ରମଣ … Read More

ଶେଖ ହସିନାଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ କୋର୍ଟ

ଢାକା : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ବିରୋଧରେ ଜାରି ହୋଇଛି ଗିରଫ ପରୱାନା। ବାଂଲାଦେଶର ଗୋଟିଏ କୋର୍ଟ ତାଙ୍କ ବିରୋଧରେ ଏପରି ୱାରେଣ୍ଟ ଜାରି କରିଛନ୍ତି। ଛାତ୍ର ଆନ୍ଦୋଳନ ଯୋଗୁ ଅଗଷ୍ଟ ମାସରେ ହସିନା ଦେଶ ଛାଡ଼ି ଭାରତ … Read More