ଶ୍ରୀମନ୍ଦିର ସେବାୟତଙ୍କୁ ଭୁଜାଲିରେ ହାଣିଲେ ଦୁର୍ବୁତ୍ତ

ପୁରୀ: କୋଟିକୋଟି ଜନତାଙ୍କ ଆରାଧ୍ୟ ଦେବତା ତଥା ଆସ୍ଥା ଓ ବିଶ୍ବାସର ପ୍ରବିତ୍ର ତୀର୍ଥସ୍ଥଳୀ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ପୁଣି ଅଭାବନୀୟ ଘଟଣା ଘଟିଛି। ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କର ଜଣେ ସେବାୟତଙ୍କୁ ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଶ୍ରୀମନ୍ଦିର ଅଧିକାରୀ ବକ୍ସି … Read More

୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ, ଆଜି ଓ କାଲି ପ୍ରବଳ ବର୍ଷିବ

ଭୁବନେଶ୍ବର: ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୨ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇପାରେ । ତେବେ ଆଜି ଓ ଆସନ୍ତାକାଲି ୧୪ ଜିଲ୍ଲାକୁ … Read More

ଝାରପଡା ଜେଲରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର : ଝାରପଡା ଜେଲରେ ଜଣେ ବିଚାରଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି | ଜେଲରେ ତାଙ୍କୁ ମାରି ଦିଆଯାଇଛି ବୋଲି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ | ମୃତ ବିଚାରଧୀନ କଏଦୀ ହେଉଛନ୍ତି ବିଦ୍ୟାଧର ଗୁରୁ … Read More

ଆପ୍‌ ନେତା ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ଜାମିନ

ଦୀର୍ଘ ୨୮ ମାସ ହେଲା ଜେଲରେ ଥିବା ଆପ୍‌ର ବରିଷ୍ଠ ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଛି ଜାମିନ। ତାଙ୍କୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଇଡି ଗୋଟିଏ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଗିରଫ … Read More

ହସ୍ପିଟାଲରେ ଅଙ୍ଗ ଚୋରି ହେଉଥିବା ନେଇ ଅଭିଯୋଗ ଆଣିଲେ ପରିବାର

ମଣିଷ ଶରୀରର ଅଙ୍ଗ କେତେ ଯେ ମୂଲ୍ୟବାନ ତାହା ସମସ୍ତଙ୍କୁ ଜଣା । ଏନେଇ କିଛି ହସ୍ପିଟାଲରେ ଅଙ୍ଗ ଚୋରି ହେଉଥିବା ଖବର ମଧ୍ୟ ଆପଣମାନେ ଶୁଣିଥିବେ । ତେବେ ଏକ ଘରୋଇ ହସ୍ପିଟାଲ ନାଁରେ ଆସିଛି ଏମିତି ସଙ୍ଗୀନ ଅଭିଯୋଗ … Read More

ଝାରଖଣ୍ଡ ପାଇଁ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ କଲା ବିଜେପି: ୬୮ଟି ଆସନରେ ଦେବ ପ୍ରାର୍ଥୀ

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ସିଟି ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ କରିଛି। ଏକାଧିକ ଦଳ ସହ ମେଣ୍ଟ କରି ବିଜେପି ଝାରଖଣ୍ଡରେ ନିର୍ବାଚନ ଲଢ଼ିବ। ଦଳ ଏକାକୀ ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବାକୁ ନିଷ୍ପତ୍ତି ନେଇଛି। ବାକି … Read More

‘ପିସିସି ଗଠନ ପରେ କଂଗ୍ରେସରେ ସାମିଲ ହେବେ ବହୁ ବିଜେଡି ନେତା’

ଭୁବନେଶ୍ବର; ଦୀପାବଳି ସୁଦ୍ଧା ରାଜ୍ୟ କଂଗ୍ରେକୁ ମିଳିବ ମୁଖୁଆ । ଏନେଇ ପ୍ରତିକ୍ରିୟା ଦେଇ ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍ କହିଛନ୍ତି, ହାଇକମାଣ୍ଡ ଖୁବଶୀଘ୍ର ପିସିସି ସଭାପତି ଚୟନ କରିବେ । ଏଥିପାଇଁ ଏଆଇସିସିର ଦୁଇ କେନ୍ଦ୍ରୀୟ ନେତାଙ୍କୁ ଦାୟିତ୍ବ … Read More

ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ

ଭୁବନେଶ୍ୱର : ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ କ୍ୟାପିଟାଲ ଥାନାରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ ।  ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ନିଜ ଫେସବୁକ ପୋଷ୍ଟରେ ଲେଖିଥିଲେ ଳରେନ୍ସ ବିଷ୍ଣୋଇ ବାବା ସିଦ୍ଧିକିଙ୍କୁ ମର୍ଡର କଲା ପରେ ଏବେ ଓଏସି … Read More

ଦୀପାବଳିକୁ ନେଇ ପୂର୍ବତଟ ରେଳପଥର ସ୍ୱତନ୍ତ୍ର ଅଭିଯାନ

ଭୁବନେଶ୍ୱର: ଟ୍ରେନ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା, ଗ୍ୟାସ୍ ସିଲିଣ୍ଡର, ଏସିଡ୍, ପେଟ୍ରୋଲ୍, କିରୋସିନି ଇତ୍ୟାଦି ଜ୍ୱଳନ୍ତ ତଥା ବିସ୍ଫୋରକ ଜିନିଷ ପରିବହନ କରିବା ରେଳବାଇ ଅଧିନିୟମ, ୧୯୮୯ ଅନୁଯାୟୀ ଦଣ୍ଡନୀୟ ଅପରାଧ ଅଟେ ଏବଂ ଅପରାଧୀ ତିନି … Read More

କାଲି ଶେଷ ହେବ ଇସ୍ରାଏଲ-ହମାସ ଯୁଦ୍ଧ! ନେତାନ୍ୟାହୁ ଦେଲେ ବଡ଼ ଅପଡେଟ୍

ଏୟାର ଷ୍ଟ୍ରାଇକରେ ହମାସ ମୁଖ୍ୟ ୟାହୟା ସିନୱାରର ମୃତ୍ୟୁ ପରେ ଯୁଦ୍ଧ ସାଙ୍ଗ ନେଇ ଘୋଷଣା କରିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ। ଯଦି ହମାସ ବନ୍ଧକମାନଙ୍କୁ ମୁକ୍ତ କରିବା ସହ ଅସ୍ତ୍ରବିରତି କରେ ତେବେ ଆସନ୍ତାକାଲି ସୁଦ୍ଧା ଯୁଦ୍ଧ ଶେଷ … Read More