ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,୨୩ରୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର : କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ … Read More