ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ସାମ୍ନାକୁ ଆସିଲା ସିସିଟିଭି
ପୁରୀ: ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି ଦୃଶ୍ୟ । ଶୁକ୍ରବାର ସନ୍ଧ୍ୟା ସମୟରେ ବକ୍ସି ରାମଚନ୍ଦ୍ର ପ୍ରତିହାରୀ ତାଙ୍କ ସ୍କୁଟରରେ ବସି ବାହାରିବା ବେଳେ ପଛ ଆଡୁ ଆକ୍ରମଣ … Read More