ବାତ୍ୟା ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟାର ମୁକାବିଲା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ … Read More