ଅକ୍ଟୋବର ୨୩ରୁ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟରେ ୩ଦିନ ବନ୍ଦ ରହିବ ପାଠପଢ଼ା
ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲ୍ଲାରେ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟଗୁଡ଼ିକ ୩ ଦିନ ଛୁଟି ରଖିବା ନେଇ ନିଷ୍ପତ୍ତି … Read More