‘ଦାନା’ ପାଇଁ ଶନିବାର-ରବିବାର ସରକାରୀ ଛୁଟି ବାତିଲ
ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଂଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ସରକାର ଶନିବାର ଓ ରବିବାର ଦୁଇଦିନ ସରକାରୀ ଛୁଟିକୁ ବାତିଲ କରିଛନ୍ତି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ ଆଜି … Read More