ରାଜି ହେଲା ହମାସ, ବନ୍ଦ ହେବ ଯୁଦ୍ଧ!

ଦୀର୍ଘ ଗୋଟିଏ ବର୍ଷ ଧରି ଚାଲି ଆସିଥିବା ହମାସ-ଇସ୍ରାଏଲ ଯୁଦ୍ଧର ଅନ୍ତ ଘଟିପାରେ। ଇସ୍ରାଏଲ ଯୁଦ୍ଧ ବନ୍ଦ କରିବା ନେଇ ଘୋଷଣା କରିବା ପରେ ଏବେ ହମାସ ଯୁଦ୍ଧ ବନ୍ଦ କରିବାକୁ ରାଜି ହୋଇଛି। କିନ୍ତୁ ଇସ୍ରାଏଲ ପରି ହମାସ ମଧ୍ୟ … Read More

ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ ଅଭିଯୋଗ

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜିରେ ଏମବିବିଏସ ୨ୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। କଲେଜର ବିଭିନ୍ନ ହଷ୍ଟେଲରେ ଏକାଧିକ ଛାତ୍ରଙ୍କୁ ରାଗିଂ କରାଯାଇଥିବା ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍‌ ନିକଟରେ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଉକ୍ତ ଅଭିଯୋଗ ଆଧାରରେ ତଦନ୍ତ ପାଇଁ … Read More

ଗିରଫ ହେଲେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟର

ନୂଆଦିଲ୍ଲୀ: ଦିଲ୍ଲୀ ପୁଲିସର ସ୍ପେଶାଲ ସେଲକୁ ବଡ଼ ସଫଳତା ମିଳିଛି। ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ପୁଲିସ ନିକଟରେ ଗିରଫ କରିଛି। ଏହି ୭ଜଣ ସୁଟରଙ୍କୁ ପୁଲିସ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ଗିରଫ କରିଛି। ଗିରଫ ସୁରଟଙ୍କ … Read More

NIA ମୋଷ୍ଟ୍-ୱାଣ୍ଟେଡ୍ ତାଲିକାରେ ଲରେନ୍ସ ବିଷ୍ଣୋଇ ଭାଇ, ଧରାଇ ଦେଲେ ଦେବ ୧୦ ଲକ୍ଷ

ଜାତୀୟ ତଦନ୍ତକାରୀ ସଂସ୍ଥା (NIA)ର ମୋଷ୍ଟ୍-ୱାଣ୍ଟେଣ୍ଟ ତାଲିକାରେ ଯୋଡ଼ି ହୋଇଛି ନୂଆ ନାଁ। ଜେଲରେ ଥିବା ଲରେନ୍ସ ବିଷ୍ଣୋଇର ଭାଇ ଅନମୋଲ ବିଷ୍ଣୋଇକୁ ଖୋଜୁଛି NIA। ଅନମୋଲକୁ ଧରାଇ ଦେଲେ ୧୦ ଲକ୍ଷ ଟଙ୍କା ପୁରସ୍କାର ଦେବା ନେଇ ଘୋଷଣା କରିଛି … Read More

ଅମୃତ ଷ୍ଟେସନ ଯୋଜନାରେ ପାରଳାଖେମୁଣ୍ଡି ରେଳ ଷ୍ଟେସନର ପୁନର୍ବିକାଶ

ପାରଳାଖେମୁଣ୍ଡି: ରେଳ ମନ୍ତ୍ରଣାଳୟ ଦ୍ୱାରା ଘୋଷିତ ୫୭ ଟି ଅମୃତ ଷ୍ଟେସନ ମଧ୍ୟରୁ ପାରଳାଖେମୁଣ୍ଡି ରେଳ ଷ୍ଟେସନକୁ ପ୍ରାୟ ୧୨ କୋଟି ଟଙ୍କା ପୁଞ୍ଜି ବିନିଯୋଗରେ ପୁନର୍ବିକାଶ କରାଯାଉଅଛି | ଏହି ପଦକ୍ଷେପଟି ଓଡିଶାର ଐତିହାସିକ ସମୃଦ୍ଧ ଅଞ୍ଚଳରେ ସଂଯୋଗୀକରଣ ବୃଦ୍ଧି … Read More

ଅଜିତ ପାୱାରଙ୍କ ଟିମରେ ସାମିଲ୍ ହେଲେ ବାବା ସିଦ୍ଦିକିଙ୍କ ପୁଅ

ଅଜିତ ପାୱାରଙ୍କ ଟିମରେ ସାମିଲ ହୋଇଛନ୍ତି ପୂର୍ବତନ ଦିବଂଗତ ଏନସିପି ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକ। ମହାରାଷ୍ଟ୍ର ନିର୍ବାଚନ ମଧ୍ୟରେ ସେ ହାତ ଛାଡ଼ି ଏନସିପିର ଅଜିତ ପାୱାରଙ୍କ ଟିମରେ ଯୋଗ ଦେଇଛନ୍ତି। ଆଜି ବିଧିବଦ୍ଧ ଭାବେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ … Read More

ମହାରାଷ୍ଟ୍ର ପାଇଁ କଂଗ୍ରେସର ୪୮ ଜଣିଆ ପ୍ରାର୍ଥୀ ତାଲିକା

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଆଜି କଂଗ୍ରେସ ପ୍ରଥମ ପର୍ଯ୍ୟାୟରେ ୪୮ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ରାଜ୍ୟରେ କଂଗ୍ରେସ ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାୱାରଙ୍କ ଏନସିପି ସହ ମିଶି ନିର୍ବାଚନ ଲଢ଼ୁଛି। ୩ ଦଳ ମଧ୍ୟରେ … Read More

ବାତ୍ୟା ଦାନା ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା ଜାରି

ବାତ୍ୟା ଦାନାର ପ୍ରଭାବରେ ଏବେବି ଉତ୍ତର ଓଡିଶାରେ ଜାରି ରହିଛି ବର୍ଷା ।  ବର୍ଷା ସାଙ୍ଗକୁ କୋହଲା ପବନ ମଧ୍ୟ ବହୁଛି ।  ଓଡିଶା ସମେତ ପଶ୍ଚିମବଙ୍ଗ ଉପକୂଳରେ ପ୍ରବଳ ବର୍ଷା ହୋଇଛି ।  ଗତ ୩ ଘଣ୍ଟାରେ ଭଦ୍ରକରେ ୮୫.୧ … Read More

ଆସନ୍ତାକାଲି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ଆକାଶମାର୍ଗରୁ କରିବେ ସ୍ଥିତି ଅନୁଧ୍ୟାନ

ଭୁବନେଶ୍ୱର : ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ  । ଆସନ୍ତାକାଲି ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଆକାଶମାର୍ଗରୁ ବାତ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବେ । ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । … Read More

ବାତ୍ୟା ଦାନା ପ୍ରଭାବ: ପୁରୀରେ ସବୁଠୁ ଅଧିକ ବର୍ଷିଲା

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଦାନା। ଶୁକ୍ରବାର ରାତି ୧୨.୫ରେ ସ୍ଥଳଭାଗ ଛୁଇଁଥିବା ବେଳେ ଆଜି ସକାଳେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ କରିଛି ଦାନା। ବର୍ତ୍ତମାନ ଭୀଷଣ ବାତ୍ୟା, ବାତ୍ୟା ରୂପ ନେଇଥିବା ବେଳେ ଧୀରେ ଧୀରେ … Read More