ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବ ନେଇ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା
ଭୁବନେଶ୍ବର: ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ୨ଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ପାଇଁ ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବିତ ହୋଇଛି। ଏହି ପ୍ରକ୍ରିୟା ସାଧାରଣଭାବେ ୬ରୁ ୮ ଘଣ୍ଟା … Read More