ଜେଏସଡବ୍ଲ୍ୟୁ ସହ ବୁଝାମଣା କଲା ପସ୍କୋ, ୧୯ ବର୍ଷ ପରେ ଓଡ଼ିଶା ଫେରିବ

ଭୁବନେଶ୍ବର : ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଆଜି ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି … Read More

ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ

କଟକ : ଆଗେଇ ଚାଲିଛି ଐତିହାସିକ ବାଲିଯାତ୍ରା ପ୍ରସ୍ତୁତି। ମଙ୍ଗଳବାରଠାରୁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ କରିଛି ଜିଲା ପ୍ରଶାସନ। ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ସର୍ବାଧିକ ଟଙ୍କା … Read More

ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର :  ପ୍ରାକୃତିକ ବିପର୍ଯ୍ୟୟ ଆଜି ଆମ ସହଚର ପାଲଟିଛି। ଆମ ପାଖରେ ବିପର୍ଯ୍ୟୟ ମୁକାବିଲା କରିବା ପାଇଁ ଅତ୍ୟାଧୁନିକ ଉପକରଣ ସବୁ ରହିଛି। ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ … Read More

‘ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ’

ପୁରୀ : ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ … Read More

ବାହାନଗା ଟ୍ରେନ୍‌ ଟ୍ରାଜେଡି; ୩ ଜଣଙ୍କୁ ମିଳିଲା ଜାମିନ୍‌

କଟକ : ବର୍ଷେ ପରେ ବାହାନଗା ଟ୍ରେନ୍‌ ଟ୍ରାଜେଡିର ୩ ଅଭିଯୁକ୍ତଙ୍କୁ ମିଳିଲା ଜାମିନ। ଓଡିଶା ହାଇକୋର୍ଟ ୩ ରେଳ କର୍ମଚାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିବା ୩ ଅଭିଯୁକ୍ତ ହେଲେ ମହମ୍ମଦ ଅମୀର ଖାନ, ଅରୁଣ କୁମାର … Read More

ଏସିଡ ଫିଙ୍ଗିଲା ସୁନା ଦୋକାନୀ, ୨ ଗୁରୁତର

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ତୁଡ଼ିଗଡ଼ିଆ ବଜାରରେ ଜଣେ ସୁନା ଦୋକାନୀଙ୍କ ଏସିଡ୍ ମାଡ଼ରେ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ଦ୍ୱୟ ହେଉଛନ୍ତି ରାମଚନ୍ଦ୍ର ପାଢ଼ୀ (୪୦) ଓ … Read More

କମିବ ପେଟ୍ରୋଲ ଓ ଡିଜେଲ ଦର; ଓଡ଼ିଶାର ଏହି ସବୁ ଅଞ୍ଚଳର ଉପଭୋକ୍ତା ପାଇବେ ଲାଭ

ଭୁବନେଶ୍ବର : କମିବ ପେଟ୍ରୋଲ, ଡିଜେଲ ଦର। ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଲୋକେ। ଏନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ … Read More

ବୁଧବାର ଅପରାହ୍ନରୁ ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିରରେ ସର୍ବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଅର୍ଥାତ ୩୦ ତାରିଖ ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ପ୍ରାୟ ୫ଟାରୁ ରାତି ୧୦ଟା … Read More

ଅବକାରୀ ନିୟମରେ ସଂଶୋଧନ: ବାରରେ ଚାଲିବ କେବଳ ଅର୍କେଷ୍ଟ୍ରା

ଭୁବନେଶ୍ବର : ମାତ୍ର କିଛିଦିନର ବ୍ୟବଧାନ ପରେ ରାଜ୍ୟ ସରକାର ପୁଣିଥରେ ମଦବାରଗୁଡ଼ିକ ପାଇଁ କଠୋର ହୋଇଛନ୍ତି । ଏଣିକି ବାରଗୁଡ଼ିକରେ କେବଳ ଅର୍କେଷ୍ଟ୍ରା ରହିବ । ଆଉ ଡ୍ୟାନ୍ସ କାର୍ଯ୍ୟକ୍ରମ ହେବନି । ଏଥିପାଇଁ ଅବକାରୀ ନିୟମାବଳୀ-୨୦୧୭ରେ ସଂଶୋଧନ ମଧ୍ୟ … Read More

ଦୀପାବଳି ପାଇଁ ଆସିଲା ଗାଇଡ୍‌ଲାଇନ୍‌, ୭ଟାରୁ ୯ଟା ଭିତରେ ଫୁଟିବ ବାଣ

ଭୁବନେଶ୍ବର : ସୁରକ୍ଷିତ ଦୀପାବଳି ପାଳନ କରିବା ପାଇଁ ଆଜି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ … Read More