ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଆଜି ଠାରୁ ଆରମ୍ଭ ହୋଇଯାଇଛି । ମହାମହିମ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଦିନ ସାଢ଼େ ୪ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ପହଞ୍ଚିଲା … Read More