ଜଗନ୍ନାଥଙ୍କ ନୀତିକାନ୍ତିକୁ ଅଧ୍ୟୟନ କଲେ ଆମେ ଆୟୁର୍ବେଦ ବିଷୟରେ ଜାଣିପାରିବା: ମୁଖ୍ୟମନ୍ତ୍ରୀ

ପୁରୀ: ଭାରତୀୟ ସଂସ୍କୃତି ଏବଂ ପରମ୍ପରା ସହିତ ଆୟୁର୍ବେଦ ଅଙ୍ଗାଙ୍ଗିଭାବେ ଜଡ଼ିତ। ଏହା ଜାଣିବାକୁ ହେଲେ ଆମକୁ ବହୁତ ଦୂର ଯିବାକୁ ପଡ଼ିବ ନାହିଁ। ପ୍ରଭୁ ଜଗନ୍ନାଥଙ୍କ ନୀତିକାନ୍ତିକୁ ଅଧ୍ୟୟନ କଲେ ଆମେ ଏହାକୁ ଜାଣିପାରିବା। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ … Read More

ଇଲେକ୍ଟ୍ରି ବିଲ୍‌ ପୈଠ ପାଇଁ ଆସୁଛି ମିଛ ମେସେଜ୍‌- ବିଲ୍ ପୈଠ ଠକେଇ ସମ୍ପର୍କରେ ଟିପିଏସ୍ଓଡିଏଲ୍ ତରଫରୁ ସତର୍କ ସୂଚନା ଜାରି

ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ(ଟିପିଏସ୍ଓଡିଏଲ୍) ପକ୍ଷରୁ ଉପଭୋକ୍ତାମାନଙ୍କୁ ଫିସିଂ ଠକେଇ ସମ୍ପର୍କରେ ସତର୍କ ସୂଚନା ଦିଆଯାଇଛି। ସାଇବର ଅପରାଧୀମାନେ ଉପଭୋକ୍ତାଙ୍କ ମୋବାଇଲ ନମ୍ବରକୁ ବକେୟା ବିଲ୍ ଯୋଗୁଁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ନେଇ ମେସେଜ ପଠାଉଥିବା … Read More

ପାରିବାରିକ କଳହର ଉଗ୍ରରୂପ; ଛୁଆ ପରେ ଚାଲିଗଲା ମା’ର ଜୀବନ

କଟକ : ପାରିବାରିକ କଳହ ନେଲା ଉଗ୍ରରୂପ। ନିଆଁରେ ପୋଡ଼ି ହୋଇ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ୨ ମାସ ଛୁଆର ମୃତ୍ୟୁ ଘଟିଥିବା ବେଳେ ଆଜି ଚାଲିଗଲା ମା’ର ଜୀବନ। କଟକ ଜିଲ୍ଲା ଜଗତପୁର ଥାନା ଅନ୍ତର୍ଗତ ଆତୋଡାରେ ଏହି ଘଟଣା … Read More

ବିଜେଡିର ବରିଷ୍ଠ ବିଧାୟକ ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ, କହିଲେ- ଅତୀତରେ ଆମ ଦଳ ଭୁଲ କରିଛି

ଭୁବନେଶ୍ବର ୪।୧୨: ବିଜେଡିର ବରିଷ୍ଠ ବିଧାୟକ ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ । କହିଲେ, ଅତୀତରେ ଆମ ଦଳ ଭୁଲ କରିଛି । ବିଜେପିରେ ଟିକେଟ ପାଇଥିବା କିଛି ପ୍ରାର୍ଥୀଙ୍କୁ ଆଣିକି ଆମ ଦଳରେ ନେଲେ । ବର୍ତ୍ତମାନ ସେମାନେ ସାଂସଦ ମାନଙ୍କୁ ନେଇଯାଉଛନ୍ତି । ଏହା ଉଭୟ ଦଳ … Read More

ଓଡ଼ିଶାରେ ବିକ୍ରି ହେଉଛି ନକଲି ସମ୍ବଲପୁରୀ ଶାଢ଼ି, ନକଲିକୁ ଅସଲି କହି ଚଢ଼ା ଦରରେ ବିକୁଛନ୍ତି ବ୍ୟବସାୟୀ

ଭୁବନେଶ୍ବର ୪।୧୨: ଓଡ଼ିଶାରେ ବିକ୍ରି ହେଉଛି ନକଲି ସମ୍ବଲପୁରୀ ଶାଢ଼ି । ନକଲି ଶାଢ଼ିକୁ ଅସଲି କହି ଚଢ଼ା ଦରରେ ବିକ୍ରି କରୁଛନ୍ତି ବ୍ୟବସାୟୀ । ଯାହା ଫଳରେ କ୍ଷତି ସହୁଛନ୍ତି ସମ୍ବଲପୁରୀ ଶାଢ଼ି ବୁଣାକାର ଓ ବ୍ୟବସାୟୀ । ଏକଥା … Read More

ଲୋଧା ଜନଜାତିକୁ ମିଳିପାରୁନି ସରକାରୀ ସହାୟତା, ମାନବଧିକାର କମିଶନଙ୍କ ହସ୍ତକ୍ଷେପ ପରେ ଚେତିଲା ପ୍ରଶାସନ

ନୀଳଗିରି: ଦୀର୍ଘ ୫୦ ବର୍ଷରୁ ଅଧିକ ସମୟ ଧରି ବାଲେଶ୍ଵର ଜିଲ୍ଲାର କୁଲଡିହା ଅଭୟାରଣ୍ୟର ପାଦଦେଶରେ କେସିପୁର ନିକଟ ଚେମଚଟା ଅଞ୍ଚଳରେ ବସବାସ କରିଆସୁଛନ୍ତି ୩୨ ଲୋଧା ପରିବାର। ହେଲେ ଏବେବେ ଏହି ସଂପ୍ରଦାୟର ଲୋକେ ବିଭିନ୍ନ ମୌଳିକ ଅଧିକାରରୁ ବଞ୍ଚିତ। … Read More

ଛାତ୍ରୀମାନେ ପାଚେରୀ ଡେଇଁ ଚାଲିବା ନେଇ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ତାଗିଦ କଲେ ମୟୂରଭଞ୍ଜ ଜିଲ୍ଲାପରିଷଦ ଅଧ୍ୟକ୍ଷା

ବାରିପଦା : ଛାତ୍ରୀମାନେ ପାଚେରୀ ଡେଇଁ ସକାଳେ ସକାଳେ କ’ଣ ପାଇଁ ଚାଲିଲେ? ରାଜ୍ୟ ସରକାର ଶିକ୍ଷାନୁଷ୍ଠାନକୁ ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେଉଥିବା ବେଳେ ଛାତ୍ରୀମାନଙ୍କୁ କ’ଣ ପାଇଁ ହଇରାଣ ହରକତ କରାଯାଉଛି? ଏହାର ତଦନ୍ତ କରିବା ସହିତ … Read More

ମହୋଦଧିରେ ବିଶ୍ୱ ଦେଖିଲା ଭାରତୀୟ ନୌସେନାର ମହାପରାକ୍ରମ

ପୁରୀ : ମହୋଦଧିରେ ବିଶ୍ୱ ଦେଖିଲା ଭାରତୀୟ ନୌସେନାର ବଳ। ନୌସେନା ଦିବସରେ ଓଡ଼ିଶାରେ ଲେଖାହେଲା ଉତ୍ସବର ନୂଆ ଇତିହାସ। ରାଷ୍ଟ୍ରପତିଙ୍କ ସାମ୍ନାରେ ୧୫ ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ ଓ ୩୫ ଶହରୁ ଅଧିକ ନୌବୀରଙ୍କ ଦୁର୍ଦ୍ଧର୍ଷ ରଣକୌଶଳ ଦେଖି … Read More

ସରକାରୀ ଜମିରେ ଘର ହୋଇଥିଲେ ଚଢିବ ବୁଲ୍‌ଡୋଜର

ଭୁବନେଶ୍ବର : ଯେଉଁମାନେ ସରକାରୀ ଜମିକୁ ଜବର ଦଖଲ କରି ବଡ଼ ଅଟାଳିକା କରିଛନ୍ତି, ହାଇକୋର୍ଟ ରହିତାଦେଶ ଉଠିବା ପରେ ଚଢ଼ିବ ବୁଲଡଜର। ରାଜସ୍ୱ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି। ଗରିବଙ୍କୁ … Read More

ବାପା, ମା’ ଓ ଝିଅଙ୍କୁ ଛୁରୀ ଭୁଷି ହତ୍ୟା

ନୂଆଦିଲ୍ଲୀ : ଦକ୍ଷିଣ ଦିଲ୍ଲୀର ନେବ ସରାୟରେ ଆଜି ସକାଳେ ଜଣେ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ଝିଅଙ୍କୁ ଛୁରୀ ଭୁଷି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକମାନେ ହେଉଛନ୍ତି – ରାଜେଶ (୫୩), କୋମଲ (୪୭) ଓ କବିତା (୨୩)। … Read More