ରାଜ୍ୟରେ ସ୍ଥାପନ ହେବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ବର ୭।୧୨: ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ … Read More

ଉପବାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର : ଉପବାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ମହାପ୍ରଭୁଙ୍କ ଅଧିବାସ ପୂଜାକୁ ନେଇ ମତ ପାର୍ଥକ୍ୟ ପାଇଁ ବନ୍ଦ ରହିଛି ସମସ୍ତ ନୀତିକନ୍ତି। ଅଭଡ଼ା ନପାଇ ନିରାଶ ହୋଇଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳୁ ମଙ୍ଗଳ … Read More

ଓଡ଼ିଶାରେ ମଦ ବିକ୍ରି ବଢିଛି

ଭୁବନେଶ୍ବର : ଓଡ଼ିଶାରେ ମଦ ବିକ୍ରି ବଢିଛି। ଅବକାରୀ ରାଜସ୍ୱ ଆୟ ମଧ୍ୟ ବଢ଼ି ଚାଲିଛି। ବିଦେଶୀ ହେଉ କି ଦେଶୀ ରାଜ୍ୟରେ ପ୍ରତିବର୍ଷ ଢକ ଢକ କରି ପିଇ ଯାଉଛନ୍ତି ଲକ୍ଷ ଲକ୍ଷ ଲିଟର ମଦ। ଚଳିତବର୍ଷ ଲୋକେ ପିଇଛନ୍ତି … Read More

ମଧ୍ୟାହ୍ନ ଭୋଜନ ଖାଇ ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଭୁବନେଶ୍ବର : ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଆଜି ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଘଟିଛି ଏହି ଘଟଣା। ଗୋଟିଏ କନ୍ଧମାଳ ଓ … Read More

ଆସନ୍ତାକାଲି ଚାଷୀଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଅପେକ୍ଷାର ଅନ୍ତ। ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡି। ଆସନ୍ତାକାଲି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ … Read More

ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ସମୀକ୍ଷା ବୈଠକ

ଭୁବନେଶ୍ବର : ୨୦୨୫ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ପ୍ରସ୍ତୁତି ସଂପର୍କରେ … Read More

କଟକରେ ପ୍ରତିଷ୍ଠା ହେବ ତାରକସି ସାଧାରଣ ସୁବିଧା କେନ୍ଦ୍ର

କଟକ : କଟକରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଫିଲିଗ୍ରୀ ତାରକସି ସାଧାରଣ ସୁବିଧା କେନ୍ଦ୍ର (କମନ ଫେଶିଲିଟି ସେଣ୍ଟର)। ଏଥିପାଇଁ କଟକ ଜିଲ୍ଲା ପ୍ରଶାସନ ଓ ଆଇଆଇଟି ଭୁବନେଶ୍ଵର ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏହି ସିଏଫସି ପାଇଁ କଟକ … Read More

ସିଏଜି ଖୋଲିଲେ ଗୁମର: ମହାନଗରବାସୀଙ୍କୁ ବାଂଟିଛନ୍ତି ଦୂଷିତ ଜଳ ଓ ରୋଗ, ହଜାର ହଜାର କୋଟି ଅପବ୍ୟୟ

ଭୁବନେଶ୍ବର : ସ୍ମାର୍ଟସିଟି ରାଜଧାନୀ ଭୁବନେଶ୍ୱରବାସୀଙ୍କୁ କୁଆଖାଇ ନଦୀରୁ ଅତ୍ୟନ୍ତ ଦୂଷିତ ଜଳ ଯୋଗାଣ କରାଯାଉଛି । ଏହି ଜଳ ଅତ୍ୟନ୍ତ ଦୂଷିତ ବୋଲି ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବି କହିଲେ। ତଥାପି ସରକାର ଫାଙ୍କିଦେଲେ। ଖାଲି ସେତିକି … Read More

ଶ୍ରମିକମାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଉଛି ବିଜେଡି- ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଶ୍ରମିକଙ୍କ ଉନ୍ନତି ପାଇଁ ବିଜୁ ବାବୁଙ୍କ ଠାରୁ ଆରମ୍ଭ କରି ବିଜେଡି ସରକାର ସର୍ବଦା କାମ କରୁଥିଲା। ଶ୍ରମିକମାନଙ୍କ ହକ୍‌ ପାଇଁ ଲଢେଇ କରିବ ବିଜୁ ଜନତା ଦଳ। ଶ୍ରମିକମାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଉଛି ବିଜେଡି। … Read More

ରାଇରଙ୍ଗପୁରଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି

ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ରାଇରଙ୍ଗପୁରଠାରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଢ଼ାମରା-ଚାକୁଲିଆ ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ ସମେତ ଆଦିବାସୀ ଗବେଷଣା ଏବଂ ବିକାଶ କେନ୍ଦ୍ର, ଦାଣ୍ଡବୋସ ବିମାନ ବନ୍ଦର; ଏବଂ ରାଇରଙ୍ଗପୁର ସବ୍-ଡିଭିଜନାଲ ହସ୍ପିଟାଲର ନୂତନ ଅଟ୍ଟାଳିକା ପାଇଁ ଭିତ୍ତିପ୍ରସ୍ତର … Read More