ସର୍ବଭାରତୀୟ ହକି ଚାମ୍ପିୟନସିପ-୨୦୨୫: ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଡିଜିପିଙ୍କ ଗୁରୁତ୍ୱ
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ଓଡ଼ିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ତମ ସର୍ବଭାରତୀୟ ହକି ଚାମ୍ପିୟନସିପ- ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି … Read More