କେଜ୍ରିୱାଲଙ୍କ ପୂର୍ବତନ ଆଲିଶାନ ବଙ୍ଗଳାକୁ ନେଇ ବିଜେପି-ଆପ୍ ମୁହାଁମୁହିଁ
ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କେଜ୍ରିୱାଲଙ୍କ ପୂର୍ବତନ ବଙ୍ଗଳାକୁ ନେଇ ଏବେ ଆରମ୍ଭ ହୋଇଛି ରାଜନୀତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଥିବାବେଳେ କେଜ୍ରିୱାଲ ଯେଉଁ ବଙ୍ଗଳାରେ ରହୁଥିଲେ ସେହି ଆଲିଶାନ ବଙ୍ଗଳାର ଏକ ଭିଡିଓ ଶେୟାର କରି କେଜ୍ରିୱାଲଙ୍କୁ ଟାର୍ଗେଟ କରିଛନ୍ତି ଦିଲ୍ଲୀ ବିଜେପି … Read More