କଟକରେ ଜଳିଗଲା ‘ମୋ ବସ’, ସବୁ ଯାତ୍ରୀ ସୁରକ୍ଷିତ ଉଦ୍ଧାର
କଟକ ମଧୁପାଟଣା ଛକ ନିକଟରେ ‘ମୋ ବସ’ ଜଳିଗଲା। ଭୁବନେଶ୍ୱରରୁ କଟକ ଫେରୁଥିବାବେଳେ ମଧୁପାଟଣା ଛକ ନିକଟରେ ‘ମୋ ବସ’ଟି ଜଳିଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। … Read More