ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମୋଦୀଙ୍କ ଆଲୋଚନା
ନୂଆଦିଲ୍ଲୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ପ୍ରତିରକ୍ଷା ସହଯୋଗ ଚୁକ୍ତିକୁ ତ୍ୱରାନ୍ୱିତ କରିବା ପାଇଁ ସୋମବାର ସଂକଳ୍ପ ନିଆଯାଇଛି। ପାୱାର-ଗ୍ରିଡ୍ ସଂଯୋଗ ଏବଂ ମଲ୍ଟି-ପ୍ରଡକ୍ଟ ପେଟ୍ରୋଲିୟମ ପାଇପଲାଇନ ସ୍ଥାପନ କରି ଶକ୍ତି ସମ୍ପର୍କକୁ ସୁଦୃଢ଼ କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read More