ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ୧୦୮ ଫୁଟ୍ ଉଚ୍ଚତାରେ ଉଡିଲା ଜାତୀୟ ପତାକା
ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପ୍ରଶାସନିକ ଭବନ ଆଗରେ ଆଜି ୧୦୮ ଫୁଟ ଉଚ୍ଚତାର ଖମ୍ବ ଉପରେ ୨୫ ଫୁଟ୍ ଲମ୍ବ ଓ ୨୪ ଫୁଟ୍ ଓସାରର ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପ-ମୁଖ୍ୟମନ୍ତ୍ରୀ … Read More