ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାରେ
ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଦେଶର ରାଜଧାନୀ ନୂଆଦିଲ୍ଲୀରେ ହୋଇଛି ହଙ୍ଗାମା। ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ ଓ ବିଜେପି ସାଂସଦ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ନାଁରେ ଥାନାରେ ହୋଇଛି ଏତଲା। ଦେଶର … Read More