ଭୟଙ୍କର ଦୁର୍ଘଟଣା; ୯ ଜୀବନ୍ତ ଦଗ୍ଧ, ଜଳିଗଲା ୪୦ରୁ ଅଧିକ ଗାଡ଼ି
ରାଜସ୍ଥାନ ଜୟପୁର ଅଧୀନ ଭାନ୍କ୍ରୋଟାସ୍ଥିତ ଏକ ପେଟ୍ରୋଲ ପମ୍ପ ନିକଟରେ ଆଜି ଭୋରରୁ ଘଟିଛି ଭୟଙ୍କର ଦୁର୍ଘଟଣା। ଏକ ଏଲପିଜି ବୋଝେଇ ଟ୍ରକ୍ ଓ ଅନ୍ୟ ଏକ ସିଏନଜି ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ପରେ ଲାଗିଛି ଭୀଷଣ ନିଆଁ। … Read More