ରଘୁବର ଦାସଙ୍କ ଇସ୍ତଫା, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ଭୁବନେଶ୍ବର : ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ସ୍ଥାନରେ ନୂଆ ରାଜ୍ୟପାଳ ହେବେ ଡଃ ହରିବାବୁ କମ୍ଭାମପତି। ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା … Read More