ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି। ଲୋକ ସେବା ଭବନର ସଭାଗୃହ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି। ରାଜ୍ୟରେ … Read More