‘ମୌକା ମୌକା ହର ବାର ଧୋକା’: ଆପ ଓ ବିଜେପି ପାଇଁ କଂଗ୍ରେସ ଜାରି କଲା ବହି
ଆସନ୍ତା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି କଂଗ୍ରେସ ପକ୍ଷରୁ ‘ମୌକା ମୌକା ହର ବାର ଧୋକା’ ଶୀର୍ଷକ ଗୋଟିଏ ବହି ଜାରି କରାଯାଇଛି। ଦିଲ୍ଲୀ କଂଗ୍ରେସ ସଭାପତି ଦେବେନ୍ଦ୍ର ଯାଦବ, ଦଳର ନେତା ଅଜୟ ମାକେନ ଓ ଅନ୍ୟମାନଙ୍କ ଉପସ୍ଥିତିରେ ଉଭୟ … Read More