ଲୋକସେବା ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର : ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ କହିଥିଲେ … Read More